Posted inଖେଳ

ପୁଣି ଶାମି ସିଲଭା ସଭାପତି

କଲମ୍ବୋ,୩୧ା୩: ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ସୋମବାର ଅନୁଷ୍ଠିତ ୬୪ତମ ବାର୍ଷୀକ ସାଧାରଣ ବୈଠକରେ ଶାମି ସିଲଭା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ କ୍ରମାଗତ ଚତୁର୍ଥ ଥର ପାଇଁ ବୋର୍ଡର ସଭାପତି ଦାୟିତ୍ୱ ସମ୍ଭାଳିବାକୁ ଯାଉଛନ୍ତି। ସେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି ଏବଂ ୨୦୨୭ ପର୍ଯ୍ୟନ୍ତ କାର୍ଯ୍ୟଭାର ସମ୍ଭାଳିବେ ବୋଲି ଏସ୍‌ଏଲ୍‌ସି ପକ୍ଷରୁ କୁହାଯାଇଛି। ସିଲଭା ଭାରତର ଜୟ ଶାହାଙ୍କ ସମର୍ଥକ, ଯିଏକି ଏବେ ଆଇସିସି ଚେୟାରମ୍ୟାନ ଅଛନ୍ତି। ସେ ଗତ ବର୍ଷ ଡିସେମ୍ବରରେ ଏସିଆନ କ୍ରିକେଟ କାଉନସିଲ (ଏସିସି) ସଭାପତି ଭାବେ ଶାହାଙ୍କ ସ୍ଥାନ ନେଇଥିଲେ।

ସିଲଭାଙ୍କ ଗତ କାର୍ଯ୍ୟକାଳ ବିବାଦରେ ଭରି ରହିଥିଲା। ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଭାରତଠାରୁ ଶ୍ରୀଲଙ୍କା ଦଳର ବଡ଼ ପରାଜୟ ପରେ ସେତବେଳର କ୍ରୀଡ଼ାମନ୍ତ୍ରୀ ରୋଶନ ରାଣାସିଂଘେ ଏକ ଆନ୍ତରୀଣ କମିଟି ନିଯୁକ୍ତ କରିଥିଲେ। ଯାହା ଫଳରେ ଶ୍ରୀଲଙ୍କାକୁ ଆଇସିସି ପକ୍ଷରୁ ସସପେଣ୍ଡ କରାଯାଇଥିଲା। ଏହି କାରଣରୁ ଶ୍ରୀଲଙ୍କାରେ ହେବାକୁ ଥିବା ଅଣ୍ଡର-୧୯ ବିଶ୍ୱକପ୍‌ ଦକ୍ଷିଣ ଆଫ୍ରିକାକୁ ସ୍ତାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ କ୍ରୀଡ଼ାମନ୍ତ୍ରୀଙ୍କୁ ବରଖାସ୍ତ କରାଯାଇଥିଲା ଏବଂ କୋର୍ଟ ସିଲଭାଙ୍କ ନେତୃତ୍ୱାଧୀନ ଏସ୍‌ଏଲ୍‌ସି ପ୍ରଶାସକଙ୍କୁ ପୁନଃ ସ୍ଥାପିତ କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ

ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri