Posted inଖେଳ

ଭାରତୀୟ ଦଳର ଗୁମର ଖୋଲିଦେଲେ ଶାମି

ନୂଆଦିଲ୍ଲୀ,୨୬।୧: ଦକ୍ଷିଣ ଆଫ୍ରିକା ଗସ୍ତରେ ଟିମ ଇଣ୍ଡିଆର ପରାଜୟକୁ ନେଇ ବୋଲର୍‌ ମହମ୍ମଦ ସାମିଏକ ବଡ଼ ଖୁଲାସା କରିଛନ୍ତି। ବ୍ୟାଟ୍ସମ୍ୟାନ୍‌ଙ୍କ ଯୋଗୁ ଦଳ ଏହି ଗସ୍ତରେ ପରାଜୟ ଭୋଗିଥିଲା ବୋଲି ସେ କହିଛନ୍ତି। ଏକ ସାକ୍ଷାତକାରରେ ମହମ୍ମଦ ଶାମି କହିଛନ୍ତି ଯେ ଆମର ବ୍ୟାଟିଂ ଭଲ ନ ଥିଲା। ଏହି କାରଣରୁ ଆମକୁ ପରାଜୟର ସାମ୍ନା କରିବାକୁ ପଡିଲା। ଆମର ବୋଲିଂ ୟୁନିଟ ବହୁତ ଭଲ ପ୍ରଦର୍ଶନ କରିଛି। ଅଧିକାଂଶ ସମୟରେ ବୋଲରମାନେ ଭଲ ପ୍ରଦର୍ଶନ କରୁଛନ୍ତି । ଏହା ଏକ ସକରାତ୍ମକ ଦିଗ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଭାରତୀୟ ଦଳ ଟେଷ୍ଟ ସିରିଜରେ ୧-୨ ଏବଂ ଦିନିକିଆ ସିରିଜରେ ୦-୩ରେ ପରାସ୍ତ ହୋଇଥିଲା। ତେବେ ଦ୍ରୁତ ବୋଲର ଶାମି କେବଳ ଟେଷ୍ଟ ଦଳର ଅଂଶ ଥିଲେ। ଏଭଳି ପରିସ୍ଥିତିରେ ତାଙ୍କ ବିବୃତ୍ତି କେବଳ ଟେଷ୍ଟ ସିରିଜ ବିଷୟରେ ଆସିଛି। ଦଳ ପ୍ରଥମ ଟେଷ୍ଟରେ ଜିତିଥିଲା, କିନ୍ତୁ ଶେଷ ଦୁଇଟି ଟେଷ୍ଟରେ ହାରି ଯାଇଥିଲା। ଟେଷ୍ଟ ସିରିଜରେ ପରାଜୟ ପରେ ବିରାଟ କୋହଲି ଟେଷ୍ଟ ଦଳର ଅଧିନାୟକତ୍ୱ ଛାଡିଥିଲେ। ଦଳକୁ ଏବେ ଫେବୃୟାରୀ-ମାର୍ଚ୍ଚରେ ଶ୍ରୀଲଙ୍କାରୁ ଏକ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ତେବେ ନୂତନ ଟେଷ୍ଟ ଅଧିନାୟକ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri