ଦେଶର ନାଁ ପରିବର୍ତ୍ତନ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ ଶାମିଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେବେଠାରୁ ସେ ନିରନ୍ତର ବିବାଦରେ ରହିଆସୁଛନ୍ତି। ବର୍ତ୍ତମାନ ସେ ଦେଶର ନାମ ପରିବର୍ତ୍ତନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରିଛନ୍ତି। ଇନଷ୍ଟାଗ୍ରାମ ପୋଷ୍ଟ ଜରିଆରେ ହସିନ ଜାହାଁ ମୋଦିଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଏହି ବିଶେଷ ନିବେଦନ କରିଛନ୍ତି।
ଇନଷ୍ଟାଗ୍ରାମରେ ନିଜର ଭିଡିଓ ଶେୟାର କରି ହସିନ ଜାହାନ ଲେଖିଛନ୍ତି, ଆମ ଦେଶ, ଆମର ସମ୍ମାନ। ମୁଁ ଭାରତକୁ ଭଲ ପାଏ। ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଭାରତର ନାମ ପରିବର୍ତ୍ତନ କରିବାକୁ ଅନୁରୋଧ କରୁଛି, ଯାହାଫଳରେ ସମଗ୍ର ବିଶ୍ୱ ଆମ ଦେଶକୁ ଇଣ୍ଡିଆ ନୁହେଁ, ଭାରତ ନୁହେଁ ହିନ୍ଦୁସ୍ତାନ ବୋଲି କହିବ।
ହାସିନ ଜାହାଁ ଏବଂ ମହମ୍ମଦ ଶାମି ୨୦୧୪ ମସିହାରେ ବିବାହ କରିଥିଲେ। ୨୦୧୮ରେ, ହସିନ ଶାମିଙ୍କ ବିରୋଧରେ ଘରୋଇ ହିଂସା ଏବଂ ମ୍ୟାଚ ଫିକ୍ସିଂ ଭଳି ଅନେକ ଗୁରୁତର ଅଭିଯୋଗ ଆଣିଥିଲେ। ତେବେ ବିସିସିଆଇ ଏହି ଘଟଣାରେ ଶାମିଙ୍କୁ ନିର୍ଦ୍ଦୋଷ କହି ଦଳରେ ସ୍ଥାନ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri