ଗାଙ୍ଗୁଲିଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଶାମିଙ୍କ ପୂର୍ବ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୧।୮: କୋଲକାତା ଆରଜି କର ମେଡିକାଲ କଲେଜ ଘଟଣାକୁ ନେଇ ଟିମ୍‌ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍‌ ସୌରଭ ଗାଙ୍ଗୁଲି କିଛି ଏପରି ବୟାନ ଦେଇଥିଲେ ଯାହାକୁ ନେଇ ସାରା ଦେଶରେ କମ୍ପନ ସୃଷ୍ଟି ହୋଇଥିଲା। କିନ୍ତୁ ପରେ ଗାଙ୍ଗୁଲି ନିଜ ବୟାନ ଉପରେ ସଫେଇ ଦେଇଥିଲେ। ସେ ନିଜକୁ ସାଇଲେଣ୍ଟ ପ୍ରୋଟେଷ୍ଟ ଭାବରେ ଦେଖାଇ ସୋସିଆଲ ମିଡିଆରେ ନିଜର ପ୍ରୋଫାଇଲ ଫଟୋକୁ କଳା କରିଦେଇଥିଲେ। ଏଥିସହ କୋଲକାତା ବିରୋଧ ପ୍ରଦର୍ଶନରେ ସେ ନିଜେ ସାମିଲ୍‌ ହେବେ ବୋଲି ମଧ୍ୟ କହିଛନ୍ତି।

କହିରଖୁଛୁ କି, ଗାଙ୍ଗୁଲି ଏହି ମାମଲାକୁ ନେଇ କହିଥିଲେ କି, କୋଲକାତା ଘଟଣାରେ ଯାହା ହୋଇଛି ତାହା ସମ୍ପୂର୍ଣ୍ଣ ରୂପେ ଭୁଲ। କିନ୍ତୁ ପୁରା ଦୁନିଆରେ ଏଭଳି ଘଟଣା ଦେଖିବାକୁ ମିଳୁଛି। ତେବେ ଏହି ଘଟଣାରେ କେବଳ ପଶ୍ଚିମବଙ୍ଗ ସରକାରଙ୍କ ଉପରକୁ ଆଙ୍ଗୁଠି ଉଠାଇବା ଭୁଲ ଅଟେ। ତେବେ ଏହି ଘଟଣାକୁ ନେଇ ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର୍‌ ମହମ୍ମଦ ଶାମିଙ୍କ ପୂର୍ବତନ ସ୍ତ୍ରୀ, ଗାଙ୍ଗୁଲିଙ୍କୁ ଏପରି କିଛି କହିଛନ୍ତି ଯାହା ସମସ୍ତଙ୍କୁ ତାଜୁବ କରିଦେଇଛି।

 

View this post on Instagram

 

A post shared by Haseen Jahan (@hasinjahanofficial)

ଶାମିଙ୍କ ଏକ୍ସ ସ୍ତ୍ରୀ ଗାଙ୍ଗୁଲିଙ୍କ ପୁରୁଣା ଭିଡିଓ ଶେୟାର କରି କହିଛନ୍ତି, ସୌରଭ ଗାଙ୍ଗୁଲିଙ୍କ ପରି ଲୋକଙ୍କ ପାଇଁ ମହିଳା ମନୋରଞ୍ଜନ ଓ ଏଞ୍ଜୟ କରିବାର ଜିନିଷ ଅଟନ୍ତି। ସେଥିପାଇଁ ସେ କହିଛନ୍ତି ଏପରି ବଳାତ୍କାର ଘଟଣା ସାରା ଦେଶରେ ଘଟୁଛି। କହିବାକୁ ଗଲେ ଗାଙ୍ଗୁଲିଙ୍କ ନିଜ ଝିଅ ସୁରକ୍ଷିତ ଅଛନ୍ତି ସେଥିପାଇଁ ଅନ୍ୟ ଝିଅଙ୍କ ଅସୁରକ୍ଷିତ ନେଇ କିଛି ପ୍ରଭାବ ପଡୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri