Posted inଖେଳ

ଶାମିଙ୍କ ଘାତକ ବୋଲିଂ: ଭାରତକୁ ୨୭୪ ରନ୍‌ର ଟାର୍ଗେଟ୍‌ ଦେଲା ନ୍ୟୁଜିଲାଣ୍ଡ

ଧର୍ମଶାଳା,୨୨।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଭାରତକୁ ୨୭୪ ରନ୍‌ର ଟାର୍ଗେଟ୍‌ ଦେଇଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୫୦ ଓଭରରେ ସମସ୍ତ ଉଇକେଟ ହରାଇ ୨୭୩ ରନ ସଂଗ୍ରହ କରିଥିଲା। ଏହି ମ୍ୟାଚ ଜିତିବା ପାଇଁ ଭାରତକୁ ୨୭୪ ରନ ଦରକାର। ନ୍ୟୁଜିଲାଣ୍ଡ ପାଇଁ ଡାରିଲ ମିଚେଲ ସର୍ବାଧିକ ୧୩୦ ରନ ସ୍କୋର କରିଥିଲେ। ରାଚିନ ରବିନ୍ଦ୍ର ୭୫ ରନ ଏବଂ ଗ୍ଲେନ ଫିଲିପ୍ସ ୨୩ ରନ ଯୋଗଦାନ କରିଥିଲେ। ଏହି ୩ ବ୍ୟାଟର୍‌ଙ୍କ ବ୍ୟତୀତ କେବଳ ୱିଲ ୟଙ୍ଗ (୧୭ ରନ) ଦୁଇ ଅଙ୍କ ଛୁଇଁପାରିଥିଲେ। ଭାରତ ପାଇଁ ମହମ୍ମଦ ଶାମି ପାଞ୍ଚ ଉଇକେଟ ନେଇଥିଲେ ଏବଂ କୁଲଦୀପ ଯାଦବ ଦୁଇଟି ଉଇକେଟ ନେଇଛନ୍ତି। ଜଶପ୍ରୀତ ବୁମରା ଏବଂ ମହମ୍ମଦ ସିରାଜ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?