Posted inଖେଳ

ଭାରତକୁ ମ୍ୟାଚ୍‌ରେ ଫେରାଇ ଆଣିଲା ଶାମିଙ୍କ ଓଭର

କେପ ଟାଉନ୍‌,୧୨।୧: ନ୍ୟୁଲାଣ୍ଡ୍ସଠାରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟର ଦ୍ୱିତୀୟ ଦିନରେ ମହମ୍ମଦ ଶାମି ଗୋଟିଏ ଓଭରରେ ଦୁଇଟି ଉଇକେଟ ନେଇ ଭାରତୀୟ ଦଳକୁ ମ୍ୟାଚ୍‌କୁ ଫେରାଇ ଆଣିଛନ୍ତି। ପ୍ରଥମେ ଇନ୍‌ ଫର୍ମ ବ୍ୟାଟର ତେମ୍ବା ବଭୁମା (୨୮)ଙ୍କୁ ସ୍ଲିପ୍‌ରେ ଅଧିନାୟକ ବିରାଟ କୋହଲିଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରାଇଥିଲେ ଶାମି। ଏହାର ଦୁଇଟି ବଲ ପରେ କାଇଲ ଭରରେୟାନେଙ୍କୁ ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଥିଲେ। ଲଗାତାର ଦୁଇଟି ଉଇକେଟ ଯୋଗୁ ଦକ୍ଷିଣ ଆଫ୍ରିକା ୬ ଉଇକେଟ ହରାଇ ୧୬୬ ରନ୍‌ କରିଛି। କିନ୍ତୁ ଭାରତୀୟ ବୋଲରଙ୍କ ଚିନ୍ତାର କାରଣ ପାଲଟିଛନ୍ତି କିଗାନ ପିଟରସନ। ଏହି ବ୍ୟାଟର ଏବେ ବି ୬୫ ରନ୍‌ କରି ଅପରାଜିତ ଅଛନ୍ତି। ଘରୋଇ ଦଳକୁ ଇନିଂସ ଅଗ୍ରଣୀ ପାଇଁ ବଳକା ୪ ଉଇକେଟରେ ୫୭ ରନ୍‌ ଦରକାର।

ଶାମିଙ୍କ ଭଳି ଯଶପ୍ରୀତ ବୁମରା ଓ ଉମେଶ ଯାଦବ ଦୁଇ ଲେଖାଏ ଉଇକେଟ ନେଇଛନ୍ତି। ପୂର୍ବରୁ ଟସ୍‌ ଜିତି ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୨୩ ରନ୍‌ରେ ଅଲଆଉଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri