ଫ୍ଲପ୍‌ ଫିଲ୍ମ ଲିଷ୍ଟରେ ସାମିଲ୍‌ ହେଲା ‘ଶମଶେରା’

ନିକଟରେ ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ ଅଭିନୀତ ଫିଲ୍ମ‘ଶମଶେରା’ ରିଲିଜ୍‌ ହୋଇଛି। ହେଲେ ଫିଲ୍ମ ରିଲିଜ୍‌ ହେବା ପରେ ସେତେଟା ଭଲ ପ୍ରଦର୍ଶନ କରିପାରିନାହିଁ। ୫ ଦିନରେ ଫିଲ୍ମଟି ମାତ୍ର ବକ୍ସ ଅଫିସରେ ପ୍ରାୟ ୩୭ କୋଟି ଟଙ୍କା ଆୟ କରି ପାରିଛି। ୧୫୦ କୋଟି ବଜେଟ୍‌ରେ ନିର୍ମିତ ଶମଶେରା ପାଇଁ ୫୦ କୋଟି ଟଙ୍କା ଆୟ କରିବା ମୁସ୍କିଲ ହୋଇପଡ଼ିଛି। ୨୦୧୮ରେ ତାଙ୍କ ଅଭିନୀତ ଫିଲ୍ମ ସଞ୍ଜୁ ବକ୍ସ ଅଫିସରେ ସୁପରହିଟ୍‌ ହେବା ସହ କୋଟି କୋଟି ଟଙ୍କା ଆୟକରି ରେକର୍ଡ ଭାଙ୍ଗିଥିଲା। ଶମଶେରା ଫିଲ୍ମରୁ ମଧ୍ୟ ସେହି ଆଶା ରହିଥିଲା। ବର୍ତ୍ତମାନ ଫିଲ୍ମକୁ ନେଇ ନେଗେଟିଭ୍‌ ରିଭ୍ୟୁ ଆସିବା ପରେ ଚିନ୍ତାରେ ଫିଲ୍ମ ନିର୍ମାତା। ଫିଲ୍ମକୁ ଦେଖିବାକୁ ସିନେମା ହଲ୍‌କୁ ଦର୍ଶକ ଆସୁନାହାନ୍ତି। ୟଶରାଜ ବ୍ୟାନରକୁ ସବୁଠୁ ବଡ଼ କ୍ଷତି ହୋଇଛି। ଫିଲ୍ମଟି କମ୍‌ ଆୟ ସହିତ ୨୦୨୨ର ସବୁଠୁ ବଡ ଫ୍ଲପ୍‌ ଫିଲ୍ମ ସୂଚୀରେ ସାମିଲ ହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri