ପୁଲ ପାର୍ଟିରେ କିମିଆ କଲା ଶନାୟାଙ୍କ ଟୋନ୍‌ଡ ଫିଗର

ମୁମ୍ବାଇ: ବଲିଉଡ ଅଭିନେତା ସଞ୍ଜୟ କପୁରଙ୍କ ଝିଅ ଶନାୟା କପୁର ବଲିଉଡରେ ଡେବ୍ୟୁ କରିବା ପୂର୍ବରୁ ଅଛନ୍ତି ଖୁବ୍ ଚର୍ଚ୍ଚାରେ । ଏବେ ସେ ସୋସିଆଲ ମିଡିଆର କୁଇନ୍ ପାଲଟି ଯାଇଛନ୍ତି । ଇନଷ୍ଟାଗ୍ରାମରେ ଶନାୟାକୁ ୧ ମିଲିୟନରୁ ଅଧିକ ଲୋକେ ଫଲୋ କରୁଛନ୍ତି । ନିକଟରେ ଶନୟା ତାଙ୍କ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ପୁଲ ପାର୍ଟିର ଫଟୋ ଶେୟାର କରିଥିଲେ । ଯାହା ନିମିଷକ ମଧ୍ୟରେ ଭାଇରାଲ ହୋଇଥିଲା । ସାଙ୍ଗମାନଙ୍କ ସହ ଏନଜୟ କରୁଥିବାର କିଛି ଫଟୋ ଶନାୟା ସେସିଆଲ ମିଡିଆରେ ଶେୟାର କରିଛନ୍ତି । ଏଥିରେ ଫ୍ୟାଶନ ଡିଭା ଶନାୟା କପୁରଙ୍କ ଫଟୋରେ ସିଜିଲିଙ୍ଗ ଲୁକ୍ସ ଦେଖିବାକୁ ମିଳିଛି । ଫଟୋରେ ସେ ତାଙ୍କ ଟୋନଡ ଫିଗରରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।
ଶନାୟା କପୁର ସୋସିଆଲ ମିଡିଆ ସସପେନ୍ସ ପାଲଟି ଯାଇଛନ୍ତି । ଏହି ଫଟୋ ଗୁଡିକୁ ଲକ୍ଷ ଲକ୍ଷ ଭିୟୁଜ ମିଳିଯାଇଛି । ବିକିନିରେ ସାଥିଙ୍କ ସହ ମସ୍ତି କରୁଥିବାର କିଛି ଫଟୋ ବି ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଏହି ଲଳନା ଏବେ ବଲିଉଡରେ ଫିଲ୍ମ ‘ବେଧଡକ’ ମାଧ୍ୟମରେ ଏଣ୍ଟ୍ରି ଅପେକ୍ଷାରେ ରହିଛନ୍ତି । ହେଲେ ଡେବ୍ୟୁ ପୂର୍ବରୁ ସେ ଏବେ ରହୁଛନ୍ତି ଖୁବ୍ ଚର୍ଚ୍ଚାରେ । ଆକ୍ଟିଙ୍ଗ କ୍ୟାରିୟର ଆରମ୍ଭ କରିବା ପୂର୍ବରୁ ଶନାୟା ନିଜର ଏକ ଲକଜରୀ କାର କିଣି ଆସିଥିଲେ ଚର୍ଚ୍ଚାକୁ । ଏହାର ଫଟୋ ବି ସେ ସୋସିଆଲ ମିଡିଆରେ ଶେୟାର କରିଥିଲେ । ଯାହା ଭାଇରାଲ ହୋଇଥିଲା । ସେ ଅଡି କ୍ୟୁ୭ କିଣିଛନ୍ତି ଯାହାର ଦାମ ରହିଛି ୮୦ ଲକ୍ଷ ଟଙ୍କା ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri