ସନାୟାଙ୍କ ବେଲି ଡ୍ୟାନ୍ସ

ମୁମ୍ବାଇ: ବଲିଉଡ୍ ଅଭିନେତା ସଞ୍ଜୟ କପୁରଙ୍କ ଝିଅ ସନାୟା କପୁର ବଲିଉଡ୍‌ରେ ଏଣ୍ଟ୍ରି କରିବା ପାଇଁ ଏବେଠାରୁ କସରତ ଆରମ୍ଭ କରି ସାରିଛନ୍ତି । ନିକଟରେ ସେ ତାଙ୍କ ଇନଷ୍ଟାଗ୍ରାମକୁ ପବ୍ଲିକ କରିଛନ୍ତି । ଏହାପରେ ସୋସିଆଲ ମିଡିଆରେ ସେ ତାଙ୍କର କିଛି ଫଟୋ ଓ ଭିଡିଓ ଶେୟାର କରିଛନ୍ତି । ଯାହା ଏବେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ନିଆଁ ଲଗାଇଛି । ନିକଟରେ ସେ ଶେୟାର କରିଥିବା ଏକ ଭିଡିଓ ଓ ଫଟୋରେ ବେଲି ଡ୍ୟାନ୍ସ କରୁଥିବା ନଜର ଆସିଛି । ଏହି ଭିଡିଓରେ ସେ ହ୍ୱାଇଟ ସ୍କଟ ସହ ହ୍ୱାଇଟ କଲର କ୍ରପ୍ ଟପ୍ ପିନ୍ଧିଥିବା ଦେଖାଯାଇଛି । ଯାହା ତାଙ୍କୁ ଖୁବ୍ ମାନୁଛି । ଭିଡିଓଟି ଶେୟାର କରିବା ସହ ସନାୟା ଶାହାରୁଖ ଖାଁଙ୍କ ଝିଅ ସୁହାନାଙ୍କୁ ଧନ୍ୟବାଦ ଦେଇଛନ୍ତି । ତେବେ ସନାୟା ଡ୍ୟାନ୍ସ ସମୟରେ ଯେଉଁ ସ୍କଟ ପିନ୍ଧିଛନ୍ତି ତାହା ସୁହାନାଙ୍କର । ସେଥିପାଇଁ ସେ ସୁହାନାଙ୍କୁ ଧନ୍ୟବାଦ ଦେଇଛନ୍ତି । ଭିଡିଓରେ ସନାୟାଙ୍କ ସହ ଇନଷ୍ଟ୍ରକଟର ସଞ୍ଜନା ମୁଥରେଜା ନଜର ଆସିଛନ୍ତି । ଯାହା ସହ ସନାୟା ଜବରଦସ୍ତ ବେଲି ଡ୍ୟାନ୍ସ କରୁଛନ୍ତି । ସନାୟାଙ୍କର ଏହି ଭିଡିଓକୁ ସୋସିଆଲ ମିଡିଆରେ ଖୁବ୍ ଲାଇକ୍ସ ଓ କମେଣ୍ଟସ୍ ମିଳୁଛି । ତାଙ୍କର ଏହି ଭିଡିଓକୁ ଏପର୍ଯ୍ୟନ୍ତ ୯୩ ହଜାର ଲାଇକ୍ସ ମିଳିସାରିଲାଣି । କେହି କେହି ଏହି ଭିଡିଓରେ ସନାୟାଙ୍କ ଡ୍ୟାନକୁ ପ୍ରଶଂସା କରୁଛନ୍ତି ତ ଆଉ କେହି ତାଙ୍କ ବୋଲ୍ଡ ଅନ୍ଦାଜକୁ ପସନ୍ଦ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri