Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ରାଜସ୍ଥାନ ରୟାଲ୍ସ ସହ ଯୋଡ଼ି ହେଲେ ଶେନ୍‌ ବଣ୍ଡ

ନୂଆଦିଲ୍ଲୀ,୨୪।୧୦: ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର୍‌ ଶେନ୍‌ ବଣ୍ଡଙ୍କୁ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସର ସହାୟକ କୋଚ୍‌ ଏବଂ ଦ୍ରୁତ ବୋଲିଂ କୋଚ୍‌ ଭାବେ ଦାୟିତ୍ୱ ମିଳିଛି। ଏହାପୂର୍ବରୁ ସେ ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍‌ ଥିଲେ।

ନିଜର କ୍ରିକେଟ କ୍ୟାରିୟରରେ ବଣ୍ଡ ଦୁନିଆର ସର୍ବଶ୍ରେଷ୍ଠ ବୋଲରରେ ସାମିଲ ଥିଲେ। ୨୦୧୨ରୁ ୨୦୧୫ ମଧ୍ୟରେ ସେ ଜାତୀୟ ଦଳ ଲାଗି ବୋଲିଂ କୋଚ୍‌ ଭାବେ କାର୍ଯ୍ୟ କରିଥିଲେ। ଏହାପରେ ସେ ମୁମ୍ବାଇ ଫ୍ରାଞ୍ଚାଇଜ୍‌ ସହ ଯୋଡ଼ିହୋଇ ୯ ସିଜନ୍‌ ଲାଗି ଦାୟିତ୍ୱ ତୁଲାଇ ଆସୁଥିଲେ। ତାଙ୍କ ସମୟରେ ଦଳ ୪ ଥର ଆଇପିଏଲ ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ…

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

୬୮୦ ଶିକ୍ଷୟତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri