Posted inଖେଳ

ଓ୍ବର୍ନଙ୍କୁ ଅନ୍ତିମ ବିଦାୟ: ଭାବୁକ ହେଲେ ସଚିନ

ମେଲବୋର୍ନ,୩୦।୩: ଲୁହରେ ଭିଜିଲା ପ୍ରଶଂସକଙ୍କ ଆଖି। ବୁଧବାର ଏଠାରେ ଆୟୋଜିତ ଏକ ବିଶାଳ ଶ୍ରଦ୍ଧାଞ୍ଜଳି ସଭାରେ ଅଷ୍ଟ୍ରେଲିଆର କ୍ରିକେଟ କିମ୍ବଦନ୍ତୀ ତଥା ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ ଓ୍ବର୍ନଙ୍କୁ ରାଜକୀୟ ସମ୍ମାନ ସହ ଅନ୍ତିମ ବିଦାୟ ଦିଆଯାଇଛି। ଏହି ମଇଦାନରେ ଓ୍ବର୍ନଙ୍କ ସାଥୀ ଖେଳାଳି, ବନ୍ଧୁ, ପରିବାର ସହ ପ୍ରାୟ ୫୦ ହଜାର ଲୋକ ଉପସ୍ଥିତ ଥିଲେ।

ଓ୍ବର୍ନଙ୍କ ମୃତ୍ୟୁର ୨୬ ଦିନ ପରେ ତାଙ୍କର ପ୍ରିୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ(ଏମ୍‌ସିଜି)ରେ ତାଙ୍କ ଶେଷ ବିଦାୟ ଦିଆଯାଇଛି। ଏଥିରେ ବିଶ୍ୱର ସମସ୍ତ ମହାନ କ୍ରିକେଟର ସାମିଲ ହୋଇଥିଲେ। ସେମାନଙ୍କ ମଧ୍ୟରେ ପୂର୍ବତନ ମହାନ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ଭର୍ଚୁଆଲ ଭାବେ ଯୋଗ ଦେଇଥିଲେ। ଓ୍ବର୍ନଙ୍କର ତିନି ସନ୍ତାନ ମଧ୍ୟ ପିତାଙ୍କୁ ହରାଇ ଦୁଃଖରେ ଭାଙ୍ଗି ପଡ଼ିଥିବା ଦେଖାଯାଇଛି।

ଚଳିତ ମାସ ୪ ତାରିଖରେ ହୃଦ୍‌ଘାତରେ ଓ୍ବର୍ନଙ୍କ ପରଲୋକ ଘଟିଥିଲା। ଥାଇଲାଣ୍ଡରେ ଥିବା ନିଜ ଭିଲାରେ ସେ ଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବନ୍ଧୁମାନେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସମସ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଯାଇପାରି ନ ଥିଲା। ଏହି ଖବର ଜଣାପଡ଼ିବା ପରେ କ୍ରିକେଟଜଗତରେ ଶୋକର ଛାୟା ଖେଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?