Posted inଖେଳ

ଓ୍ବର୍ନଙ୍କୁ ଶେଷ ବିଦାୟ

ମେଲବୋର୍ନ,୨୦।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ଶେନ ଓ୍ବର୍ନଙ୍କୁ ଶେଷ ବିଦାୟ ଦେଇଛନ୍ତି ପରିବାରଲୋକେ। ରବିବାର ଏଠାର ସେଣ୍ଟ କିଲ୍‌ଡା ଫୁଟବଲ୍‌ କ୍ଲବରେ ଏକ ବ୍ୟକ୍ତିଗତ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଓ୍ବର୍ନଙ୍କ ପରିବାର ଏବଂ ବନ୍ଧୁମାନେ ଯୋଗଦେଇଥିଲେ।

ପ୍ରକାଶ ଯେ, ୧୯୯୨ରେ ଅଷ୍ଟ୍ରେଲିଆ ପକ୍ଷରୁ ଅନ୍ତରାଷ୍ଟ୍ରୀୟ କ୍ରିକେଟ ଡେବ୍ୟୁ କରିଥିଲେ ଓ୍ବର୍ନ। ଉଭୟ ଦିନିକିଆ ଓ ଟେଷ୍ଟରେ ସେ ୧୦୦୧ ଉଇକେଟ ନେଇଥିଲେ। ୧୪୫ଟି ଟେଷ୍ଟରୁ ୭୦୮ଟି ଉଇକେଟ, ୧୯୪ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରୁ ୨୯୩ଟି ଉଇକେଟ ହାସଲ କରିଥିଲେ। ହେଲେ ଥାଇଲ୍ୟାଣ୍ଡକୁ ଛୁଟି କାଟିବାକୁ ଯାଇଥିବା ବେଳେ ଓ୍ବର୍ନ ହୃଦଘାତରେ ପ୍ରାଣ ହରାଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିବା ବେଳେ ହଠାତ୍‌ ତାଙ୍କ ବିୟୋଗ କ୍ରିକେଟ ପ୍ରେମୀଙ୍କୁ ସ୍ତବ୍ଧ କରିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri