ସାଂଘାଇରେ ବେକାବୁ ହେଲାଣି କରୋନା, ଗୋଟିଏ ଦିନରେ ୫୨ ଜଣଙ୍କ ମୃତ୍ୟୁ

ବେଜିଂ,୨୬ ।୪: କରୋନାର ଏନ୍ତୁଡିଶାଳ କୁହାଯାଉଥିବା ଚାଇନାରେ ପୁଣିଥରେ ଫେରିଲାଣି ମହାମାରୀ । ସାଂଘାଇରେ ପରିସ୍ଥିତି ଅଣାୟତ ହେବାକୁ ଯାଉଛି । ସମାଚାର ଏଜେନ୍ସି ସିହ୍ନୁଆର ରିପୋର୍ଟ ଅନୁଯାୟୀ, ଆର୍ଥିକ ରାଜଧାନୀ ସାଂଘାଇରେ ଗତ ୨୪ ଘଣ୍ଟାରେ କରୋନାରେ ୫୨ ଜଣଙ୍କ ମୃତ୍ୟୁ ହୋଇଛି । ଏହାର ଗୋଟିଏ ଦିନ ପୂର୍ବରୁ ଏଠାରେ କରୋନାରେ ୫୧ ଜଣଙ୍କ ମୃତ୍ୟୁ ହୋଇଥିଲା । ନଗର ସ୍ୱାସ୍ଥ୍ୟ ଆୟୋଗ ପକ୍ଷରୁ ଏହି ରିପୋର୍ଟ ଦିଆଯାଇଛି । ଏହାସହ ଗୋଟିଏ ଦିନରେ ସାଂଘାଇରେ ୧୬,୯୮୦ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ହେଲେ ଏମାନଙ୍କ ମଧ୍ୟରୁ କେବଳ ୧,୬୬୧ଜଣଙ୍କ ପାଖରେ ଲକ୍ଷଣ ଦେଖାଯାଇଥିବା ବେଳେ ଅଧିକାଂଶଙ୍କ ନିକଟରେ କୌଣସି ଲକ୍ଷଣ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri