ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି ଲେଖିଲେ ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ। ଅନିୟମିତ ଅଭିଯୋଗରେ ୨୦୨୪ରେ ଦେବଗଡ଼ ପୌରପରିଷଦ ଅଧ୍ୟକ୍ଷା ପଦବୀରୁ ବହିଷ୍କାର କରିଥିଲେ ସରକାର। ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଶାନ୍ତି ମଞ୍ଜରୀ, ବିଳମ୍ବରେ ହେଲେ ମଧ୍ୟ ସତ୍ୟର ଜୟ ହେଉଛି ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ଚାଲିଛି।

Dharitri – Odisha’s No.1 Odia Daily

Share