ଖୋଲିଲା ଶାନ୍ତିସ୍ତୂପ ଧଉଳି

ପୁରୁଣା ଭୁବନେଶ୍ୱର,୨୫।୮(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ଦୀର୍ଘ ୩ମାସ ବନ୍ଦ ରହିଥିବା ଶାନ୍ତିସ୍ତୂପ ଧଉଳି ପୀଠ ବୁଧବାର ଖୋଲିଛି। ଆସୁଥିବା ପର୍ଯ୍ୟଟକଙ୍କ ନିମନ୍ତେ ମାସ୍କ, ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇ ଶାନ୍ତିସ୍ତୂପକୁ ଛଡ଼ାଯାଉଛି। ଏଥିସହ ପ୍ରଥମଦିନରେ ଓଟିଡିସିର କୌଣସି ବସ୍‌ ଧଉଳି ପାହାଡ଼କୁ ଚଳାଚଳ କରିପାରି ନ ଥିଲା। ତେବେ ଗୁରୁବାରଠାରୁ ଓଟିଡିସିର ବସ୍‌ ଯାହା ପାହାଡ଼ ପାଦଦେଶାରୁ ଶାନ୍ତିସ୍ତୂପକୁ ବସ୍‌ ଯୋଗେ ଆସୁଥିବା ପର୍ଯ୍ୟଟକଙ୍କ ନେବା ପାଇଁ ଚାଲିବ ବୋଲି ଓଟିଡିସି ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଦିନରେ କମ୍‌ ସଂଖ୍ୟକ ପର୍ଯ୍ୟଟକ ଧଉଳିକୁ ବୁଲିବାକୁ ଆସିଥିଲେ। ସେହିପରି ଧଉଳି ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମୟ ମଧ୍ୟ ନିର୍ଘଣ୍ଟ ହୋଇଛି। ପ୍ରଥମ ଶୋ ସନ୍ଧ୍ୟା ୬ଟା ୩୦ରୁ ଆରମ୍ଭ ହୋଇ ୭ଟା ୦୫ମିନିଟ, ୨ୟ ଶୋ ୭ଟା ୧୫ରୁ ୭ଟା ୫୦ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri