Posted inଜାତୀୟ

ଶାନ୍ତିନିକେତନ ବିଶ୍ୱ ଐତିହ୍ୟ

ରିୟାଧ,୧୮ା୯ : ପଶ୍ଚିମବଙ୍ଗର ଶାନ୍ତିନିକେତନ ସହର ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହୋଇଛି। ସାଉଦି ଆରବରେ ରବିବାର ଅନୁଷ୍ଠିତ ବିଶ୍ୱ ଐତିହ୍ୟ କମିଟିର ୪୫ତମ ଅଧିବେଶନରେ ଏହି ନିଷ୍ପତ୍ତି ନିଆଯାଇଛି। ବିଶ୍ୱକବି ତଥା ଦାର୍ଶନିକ ରବୀନ୍ଦ୍ର ନାଥ ଟାଗୋର ୧୯୦୧ରେ ଶାନ୍ତି ନିକେତନ ଆବାସିକ ବିଦ୍ୟାଳୟ ସ୍ଥାପନ କରିଥିଲେ।

ଏହା ପ୍ରାଚୀନ ଭାରତୀୟ ପରମ୍ପରା ଏବଂ ଧର୍ମ ଓ ସଂସ୍କୃତିର ସୀମା ଊଦ୍ଧ୍ୱର୍ର୍ରେ ମାନବୀୟ ଏକତା ଦୃଷ୍ଟିଭଙ୍ଗୀ ଆଧାରିତ କଳାକେନ୍ଦ୍ର ଥିଲା। ମାନବୀୟ ଏକତା ବା ‘ବିଶ୍ୱଭାରତୀ’କୁ ସ୍ବୀକୃତି ଦେଇ ୧୯୨୧ରେ ସେଠାରେ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯାଇଥିଲା।

ବୀରଭୂମ ଜିଲାରେ ଅବସ୍ଥିତ ଶାନ୍ତି ନିକେତନକୁ ୟୁନେସ୍କୋ ମାନ୍ୟତା ମିଳିବା ନେଇ ଭାରତ ଦୀର୍ଘଦିନରୁ ଦାବି କରିଆସୁଥିଲା। ଅନ୍ତର୍ଜାତୀୟ କୀର୍ତ୍ତିରାଜି ପରିଷଦ ଶାନ୍ତିନିକେତନକୁ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରିବା ଲାଗି ସୁପାରିସ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri