Posted inଜାତୀୟ

ଶାନ୍ତିଶ୍ରୀ ଜେଏନ୍‌ୟୁର ପ୍ରଥମ ମହିଳା କୁଳପତି…

ନୂଆଦିଲ୍ଲୀ, ୭।୨ : ଦେଶର ପ୍ରତିଷ୍ଠିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ର ନୂତନ କୁଳପତି ଭାବେ ପ୍ରଫେସର ଶାନ୍ତିଶ୍ରୀ ଧୁୁଲିପୁଡି ପଣ୍ଡିତଙ୍କୁ ନିଯୁକ୍ତି ଦିଆଯାଇଛି। ସେ ଜେଏନୟୁ ପ୍ରଥମ ମହିଳା କୁଳପତି ଭାବେ ଦାୟିତ୍ୱ ସମ୍ଭାଳିବେ। ଧୁଲିପୁଡି ପୁଣେର ସାବିତ୍ରୀ ବାଇ ଫୁଲେ ପୁଣେ ବିଶ୍ୱବିଦ୍ୟାଳୟର ପ୍ରଫେସର ଭାବେ କାର୍ଯ୍ୟ କରୁଥିଲେ।

ଏହି ନୂତନ ନିଯୁକ୍ତି ଦ୍ୱାରା ସେ ଜେଏନ୍‌ୟୁରେ ଆସନ୍ତା ପାଞ୍ଚ ବର୍ଷ କାର୍ଯ୍ୟ କରିବେ। ସେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ କାର୍ଯ୍ୟକାଳ ସମୟ ଆରମ୍ଭ ହେବ।

ଜେଏନୟୁର କୁଳପତି ପ୍ରଫେସର ଡ. ଏମ୍‌ ଜଗଦୀଶ୍‌ ସୋମବାର ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବେ।

ଜଗଦୀଶ୍‌ଙ୍କର କାର୍ଯ୍ୟକାଳ ଜେଏନୟୁ କୁଳପତି ଭାବେ ୨୦୨୧ ଜାନୁୟାରୀ ୨୬ରେ ଶେଷ ହୋଇଥିଲା। ତେବେ ତାଙ୍କର କାର୍ଯ୍ୟକାଳକୁ ପୁଣି ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri