Posted inଜାତୀୟ

ଶରଦ ଯାଦବଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ଶାହା, କହିଲେ ଦେଶ ପାଇଁ ଅପୂରଣୀୟ କ୍ଷତି

ନୂଆଦିଲ୍ଲୀ,୧୩।୧: ବରିଷ୍ଠ ସମାଜବାଦୀ ନେତା ଶରଦ ଯାଦବଙ୍କ ଦେହାନ୍ତରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୋକ ବ୍ୟକ୍ତ କରିଛନ୍ତି। ସେ ଟୁଇଟ୍‌ କରି ଲେଖିଛନ୍ତି, ଆମ ସମସ୍ତଙ୍କ ମଧ୍ୟରେ ଶରଦ ଯାଦବ ଜୀଙ୍କର ଅନୁପସ୍ଥିତି ଦେଶ ପାଇଁ କ୍ଷତି। ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ ହେବା ପରେ ସେ ଏହି ସଂଗ୍ରାମର ମୁଖ୍ୟ ନେତା ଥିଲେ। ତାଙ୍କ ମୃତ୍ୟୁ ଏହି ଦେଶ ତଥା ସମାଜବାଦୀ ଆନ୍ଦୋଳନ ପାଇଁ ଏକ ବଡ କ୍ଷତି। ଏହ ଦୁଃଖ ସମୟରେ ତାଙ୍କ ପରିବାର ଏବଂ ସମର୍ଥକଙ୍କୁ ସମବେଦନା ଜଣାଉଛି।

ଶରଦ ଯାଦବଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ମୋଦି, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମେତ ଅନେକ ବରିଷ୍ଠ ନେତା ତାଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ପ୍ରଦେଶ ଗସ୍ତରେ ମୋଦି: ବିଭିନ୍ନ ପ୍ରକଳ୍ପର କରିବେ ଉଦ୍‌ଘାଟନ

ଇଟାନଗର,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅରୁଣାଚଳ ପ୍ରଦେଶ ଯିବେ। ସେ ପହଞ୍ଚିବା ପରେ ସେଠାରେ ପ୍ରଥମ ଗ୍ରୀନଫିଲ୍ଡ ବିମାନବନ୍ଦର, ଇଟାନଗରର ହୋଲୋଙ୍ଗୀରେ ଡୋନି ପୋଲୋ...

ଦଶହରାରେ ନିର୍ବାଚନୀ ବିଗୁଲ ବଜାଇଲେ ମୋଦି

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ହିମାଚଳ ପ୍ରଦେଶରେ ଗସ୍ତରେ ଯାଇଛନ୍ତି। ଏହି ସମୟରେ ନିର୍ବାଚନ ବିଗୁଲ ଫୁଙ୍କିଛନ୍ତି। ବିଲାସପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି...

ଆସନ୍ତା ବର୍ଷ ଜାନୁୟାରୀରେ ଲାଗୁ ହୋଇପାରେ ସିଏଏ: ବିଜୟଭର୍ଗିୟ

ନୂଆଦିଲ୍ଲୀ,୬ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା କୈଳାଶ ବିଜୟଭର୍ଗିୟ ନାଗରିକ ସଂଶୋଧନ ଆଇନ(ସିଏଏ)ଆସନ୍ତା ବର୍ଷ ଜାନୁୟାରୀରେ ଲାଗୁ ହୋଇପାରେ ବୋଲି କହିଛନ୍ତି ।...

ଲାଲ୍‌ ଆତଙ୍କ: ୧୦ ବର୍ଷରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦ ଯବାନ ହେଲେଣି ଶହୀଦ୍‌

ନୂଆଦିଲ୍ଲୀ,୨।୫: ଦେଶର ୧୧ଟି ରାଜ୍ୟର ୯୦ ଜିଲାରେ ଲାଲ୍‌ ଆତଙ୍କ ଜାରି ରହିଛି। ୨୦୦୯ଠାରୁ ଗତ ୧୦ ବର୍ଷ ମଧ୍ୟରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦...

କେବଳ ପ୍ରଧାନମନ୍ତ୍ରୀ ଲାଗୁଛିି, ଆମ ଜମି ଚାଇନା ଅକ୍ତିଆର କରିନାହିଁ: ରାହୁଲ

ଶ୍ରୀନଗର,୨୯।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚାଇନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଭାରତର ପ୍ରଧାନମନ୍ତ୍ରୀ ହେଉଛନ୍ତି ଏକମାତ୍ର ବ୍ୟକ୍ତି...

ପରଲୋକରେ କଂଗ୍ରେସ ମୁଖପାତ୍ର

ନୂଆଦିଲ୍ଲୀ,୧୨।୮: କଂଗ୍ରେସକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଦିଲ୍ଲୀ ଗାଜିଆବାଦର କଂଗ୍ରେସ ମୁଖପାତ୍ର ରାଜୀବ ତ୍ୟାଗିଙ୍କ ପରଲୋକ ଘଟିଛି। ବୁଧବାର ହୃଦଘାତରେ ତାଙ୍କର ମୃତ୍ୟୁ...

ୟୁକ୍ରେନରୁ ଫେରିବା ପରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ଛାତ୍ର

ନୂଆଦିଲ୍ଲୀ,୩।୩: ସମୟ ଥାଉ ଥାଉ ବିବାଦୀୟ ଜୋନରୁ ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ପଦକ୍ଷେପ ନ ନେଇ ଫୁଲ ବାଣ୍ଟିବା ଭଳି ଅଙ୍ଗଭଙ୍ଗୀ ମୂଲ୍ୟହୀନ। ଏଭଳି...

ସୁଧୁରୁଛି ସମ୍ପର୍କ

ନୂଆଦିଲ୍ଲୀ/ଇସ୍‌ଲାମବାଦ,୧ା୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିପକ୍ଷ ଇମ୍ରାନ ଖାନଙ୍କୁ ମାର୍ଚ୍ଚ ୨୨ରେ ଚିଠି ଲେଖି ପାକିସ୍ତାନ ଦିବସର ଶୁଭକାମନା ଜଣାଇବା ସହ କରୋନାରୁ ଶୀଘ୍ର...

Advertisement
Archives

Model This Week