Posted inଜାତୀୟ

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଶରଦ ପାୱାରଙ୍କ ଏହି ବୟାନରୁ ଏହା ସ୍ପଷ୍ଟ ହୋଇଯାଇଛି ଯେ କକା ଓ ପୁତୁରାଙ୍କ ଉଭୟ ଗୋଷ୍ଠୀ ଏକାଠି ହେବାର କୌଣସି ସମ୍ଭାବନା ନାହିଁ।

କକା ଅର୍ଥାତ୍‌ ଶରଦ ପାୱାର ଏବଂ ପୁତୁରା ଅର୍ଥାତ୍‌ ଦିବଙ୍ଗତ ନେତା ଅଜିତ ପାୱାର (ବର୍ତ୍ତମାନ ସୁନେତ୍ରା ପାୱାରଙ୍କ ଏନ୍‌ସିପି) ମଧ୍ୟରେ କୌଣସି ମିଶ୍ରଣ ହେବାକୁ ଯାଉନାହିଁ। ଏକ ପ୍ରଶ୍ନର ଉତ୍ତର ଦେଇ ଶରଦ ପାୱାର ସ୍ପଷ୍ଟ ଭାବେ କହିଛନ୍ତି, “ଏକାଠି ହେବାର କୌଣସି ପ୍ରଶ୍ନ ହିଁ ଉଠୁନାହିଁ।”

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?