Posted inଜାତୀୟ

ବର୍ଷାରେ ଭିଜି ଭିଜି ଭାଷଣ ଦେଲେ ଶରଦ ପାଓ୍ବାର,ଭିଡିଓ ଭାଇରାଲ…

ନୂଆଦିଲ୍ଲୀ,୨୭।୧୧ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ପ୍ରତିଷ୍ଠାତା ଶରଦ ପାୱାର ବର୍ଷା ମଧ୍ୟରେ ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରିଥିଲେ, ଯାହା ଅକ୍ଟୋବର ୨୦୧୯ ରେ ଦେଇଥିବା ଏକ ନିର୍ଣ୍ଣାୟକ ଭାଷଣର ସ୍ମୃତିକୁ ଫେରାଇ ଆଣିଥିଲା। ମହାରାଷ୍ଟ୍ରରେ ଗତ ବିଧାନସଭା ନିର୍ବାଚନ ସମୟରେ ଦିଆଯାଇଥିବା ଭାଷଣରୁ ତାଙ୍କ ଦଳ ଉପକୃତ ହୋଇଥିବା କୁହାଯାଉଛି।

ପାୱାର ନାଭି ମୁମ୍ବାଇରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଯେଉଁଠାରେ ସକାଳ ଠାରୁ ବର୍ଷା ହେଉଥିଲା। ସେ ଭାଷଣ ଆରମ୍ଭ କରିବା ମାତ୍ରେ ହାଲୁକା ବର୍ଷା ଆରମ୍ଭ ହୋଇଗଲା। ତେବେ ଆସନ୍ତା ମାସରେ ୮୩ ବର୍ଷରେ ପାଦ ଦେବାକ ଯାଉଥିବା ଭେଟେରାନ ନେତା ପାୱାର ଭିଜି ଭିଜି ଭାଷଣ ଦେଇଥିଲେ।

ବର୍ଷା ମଧ୍ୟରେ ସେ କହିଛନ୍ତି, ’ଆଜି ବର୍ଷା ଯୋଗୁ ଏଠାରେ ଆମର ଯୋଜନା ବ୍ୟାହତ ହୋଇଛି। କିନ୍ତୁ ଆମେ ସେହି ଲୋକ ଯେଉଁମାନେ ଏତେ ସହଜରେ ହାର ମାନିବେ ନାହିଁ, ପଛକୁ ଫେରିବା ନାହିଁ। ଭବିଷ୍ୟତରେ ମଧ୍ୟ ଆମର ସଂଗ୍ରାମ ଜାରି ରହିବା ଆବଶ୍ୟକ।

ଏହାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହା ତାଙ୍କ ସମର୍ଥକମାନଙ୍କ ପାଇଁ ଚାରି ବର୍ଷ ତଳର ସମାନ ଘଟଣାର ସ୍ମୃତି ଫେରାଇ ଆଣିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?