Posted inଜାତୀୟ

ସଞ୍ଜୟ ସିଂଙ୍କ ନିଲମ୍ବନର ବିରୋଧ ପ୍ରଦର୍ଶନରେ ପହଞ୍ଚିଲେ ଶରଦ ପାଓ୍ବାର

ନୂଆଦିଲ୍ଲୀ,୨୫।୭: ଗତ ଦୁଇ ମାସ ଧରି ମଣିପୁରରେ ଚାଲିଥିବା ହିଂସାକୁ ନେଇ ସଂସଦର ମୌସୁମୀ ଅଧିବେଶନରେ ଉତ୍ତେଜନା ଜାରି ରହିଛି। ବିରୋଧୀ ଏମ୍‌ପିମାନେ ସରକାରଙ୍କ ବିରୋଧରେ ଲଗାତାର ନାରାବାଜି କରୁଛନ୍ତି। ଏହି ସମୟରେ ସୋମବାର ଆମ ଆଦମୀ ଦଳର ଏମ୍‌ପି ସଞ୍ଜୟ ସିଂଙ୍କୁ ରାଜ୍ୟ ସଭାର ସମ୍ପୂର୍ଣ୍ଣ ଅଧିବେଶନ ପାଇଁ ନିଲମ୍ବିତ କରାଯାଇଛି। ଯାହା ବିରୋଧରେ ବର୍ତ୍ତମାନ ସମସ୍ତ ବିରୋଧୀଦଳର ନେତା ବିରୋଧ କରୁଛନ୍ତି। ଏହି ପ୍ରଦର୍ଶନରେ ଏନସିପି ମୁଖ୍ୟ ଶରଦ ପାୱାର ମଧ୍ୟ ସାମିଲ ହୋଇଛନ୍ତି। ଅନ୍ୟ ବିରୋଧୀଦଳ ନେତାଙ୍କ ସହ ସଂସଦ ପରିସରରେ ପହଞ୍ଚି ଏଏପି ଏମ୍‌ପିଙ୍କ ନିଲମ୍ବନକୁ ସେ ବିରୋଧ କରିଛନ୍ତି।

ଆମ ଆଦମୀ ଦଳର ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂଙ୍କୁ ନିଲମ୍ବନ କରିବା ଏବଂ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ଦାବି କରି ବିରୋଧୀ ଦଳର ନେତାମାନେ ଗତ ୨୪ଘଣ୍ଟା ଧରି ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ଏହି ସମୟରେ ଶରଦ ପାୱାର ମଧ୍ୟ ସଞ୍ଜୟ ସିଂଙ୍କ ପାଖରେ ଥିବା ଚେୟାରରେ ବସିଥିବାର ନଜର ଆସିଛନ୍ତି। ପ୍ରଦର୍ଶନରେ ଅଂଶଗ୍ରହଣ କରିବା ପରେ ସେ ଟୁଇଟରରେ ନିଜର ଏକ ଫଟୋ ମଧ୍ୟ ପୋଷ୍ଟ କରଛନ୍ତି। ଯେଉଁଥିରେ ସେ ଲେଖିଛନ୍ତି, ଆଜି ବାକି ବିରୋଧୀ ଦଳର ନେତାଙ୍କ ସହ ଆମ ଆଦମୀ ଦଳର ଏମ୍‌ପି ସଞ୍ଜୟ ସିଂଙ୍କ ସମର୍ଥନରେ ତଥା ତାଙ୍କ ନିଲମ୍ବନ ବିରୋଧରେ ସେ ଏହି ପ୍ରଦର୍ଶନରେ ଭାଗ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?