Posted inଜାତୀୟ

ଡବଲ ପାଓ୍ବାର ଡ୍ରାମା: ନା ଥକିଛି, ନା ରିଟାୟାର ହେବି, ମୁଁ ନିଆଁ: ଶରଦ ପାଓ୍ବାର

ମୁମ୍ବାଇ,୮।୭: ମହାରାଷ୍ଟ୍ର ରାଜନୀତିରେ ଚାଲିଛି ଡବଲ ପାଓ୍ବାର ଡ୍ରାମା। ଦାଦା-ପୁତୁରା କଳି ଭିତରେ ଫଶିଯାଇଛନ୍ତି ସିନ୍ଦେ ସରକାର। ସେପଟେ ମହାରାଷ୍ଟ୍ର ମହାନାଟକର ଦର୍ଶକ ସାଜିଛି ଭାଜପା। ଡ୍ରାମାରେ ଥାଇ ମଧ୍ୟ ଡ୍ରାମାରେ ନାହିଁ ବୋଲି ମତ ଦେଇଛି ଭାଜପା। କିଛି ଦିନ ପୂର୍ବରୁ ବିଦ୍ରୋହୀ ଅଜିତ ପାଓ୍ବାର ଦାଦା ଶରଦ ପାୱାରଙ୍କୁ ବୟସ ନେଇ ଉପହାସ କରିଥିଲେ। ସେ କହିଥିଲେ, ଆପଣଙ୍କ ବୟସ ୮୩ଟପିଲାଣି। ଏବେ ତ ରାଜନୀତିରୁ ଅବସର ନିଅନ୍ତୁ। ତେବେ ପୁତୁରାଙ୍କ ଏଭଳି ମନ୍ତବ୍ୟରେ ଶରଦ ତାଙ୍କୁ ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ମୁହଁତୋଡ ଜବାବ ଦେଇଥିଲେ।

ନିକଟରେ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇଛନ୍ତି ଶରଦ। ସାକ୍ଷାତକାରରେ ଅଜିତଙ୍କ ମନ୍ତବ୍ୟ ବିଷୟରେ ପଚରାଯାଇଥିବା ବେଳେ ପାୱାର କହିଛନ୍ତି, ‘ମୋରଜୀ ଦେଶାଇ କେଉଁ ବୟସରେ ପ୍ରଧାନମନ୍ତ୍ରୀ ହୋଇଥିଲେ? ମୁଁ ପ୍ରଧାନମନ୍ତ୍ରୀ କିମ୍ବା ମନ୍ତ୍ରୀ ହେବାକୁ ଚାହୁଁ ନାହିଁ, କିନ୍ତୁ ଲୋକଙ୍କ ସେବା କରିବାକୁ ଚାହୁଁଛ’ି।

ପାଓ୍ବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ କଥାକୁ ଦୋହରାଇ କହିଛନ୍ତି, ‘ମୁଁ ଥକି ନାହିଁ କି ଅବସର ନେବାକୁ ଚାହୁଁ ନାହିଁ ମୁଁ ନିଆଁ ହୋଇ ଆଜି ବି ଜଳୁଛି। ସେମାନେ କିଏ ମୋତେ ଅବସର ନେବାକୁ କହିବେ’।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?