Posted inଜାତୀୟ

ମାୟାବତୀ,ମମତା, ଚନ୍ଦ୍ରାବାବୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରମୁଖ ଦାବିଦାର: ଶରଦ ପାଓ୍ବାର

ମୁମ୍ବାଇ,୨୮।୪: ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି ଯଦି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଏଥର ବହୁମତ ସାବ୍ୟସ୍ତ କରିବାରେ ଅସଫଳ ହେବେ ତେବେ ପ୍ରଧାନମନ୍ତ୍ରୀ ପଦ ପାଇଁ ନେତାଙ୍କର ଅଭାବ ନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଓ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରମୁଖ ଦାବିଦାର ହେବେ। ଶରଦ ଯେଉଁ ୩ ନେତାଙ୍କ ନାଁ ନେଇଛନ୍ତି ସେମାନେ ଏବେ ନିର୍ବାଚନ ବୈତରଣୀରେ ଜିତିବା ପାଇଁ ପ୍ରାଣପଣେ ଚେଷ୍ଟା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri