Posted inଜାତୀୟ

ମାୟାବତୀ,ମମତା, ଚନ୍ଦ୍ରାବାବୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରମୁଖ ଦାବିଦାର: ଶରଦ ପାଓ୍ବାର

ମୁମ୍ବାଇ,୨୮।୪: ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି ଯଦି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଏଥର ବହୁମତ ସାବ୍ୟସ୍ତ କରିବାରେ ଅସଫଳ ହେବେ ତେବେ ପ୍ରଧାନମନ୍ତ୍ରୀ ପଦ ପାଇଁ ନେତାଙ୍କର ଅଭାବ ନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଓ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରମୁଖ ଦାବିଦାର ହେବେ। ଶରଦ ଯେଉଁ ୩ ନେତାଙ୍କ ନାଁ ନେଇଛନ୍ତି ସେମାନେ ଏବେ ନିର୍ବାଚନ ବୈତରଣୀରେ ଜିତିବା ପାଇଁ ପ୍ରାଣପଣେ ଚେଷ୍ଟା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉର୍ମିଳାଙ୍କ ଏମ୍‌ଏଲସି ହେବାରେ ବାଧା,ଉଦ୍ଧବଙ୍କ ସୁପାରିଶକୁ ଶିନ୍ଦେଙ୍କ ବିରୋଧ…

ମୁମ୍ବାଇ, ୪।୯ : ବଲିଉଡ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କ ଏମଏଲସି ହେବାର ସ୍ବପ୍ନ ଭାଙ୍ଗିବାକୁ ଯାଉଛି। ଏନେଇ ଏବେ ବାଧା ଉପୁଜିଛି। ଏହାର କାରଣ ହେଉଛି...

ଭାଜପା ସହ ମେଣ୍ଟ କରିବ ନାହିଁ ଏଆଇଏଡିଏମ୍‌କେ

ନୂଆଦିଲ୍ଲୀ,୧୮।୯: ୨୦୨୪ ଲୋକସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହେଉଛି। ବିଭିନ୍ନ ପାର୍ଟି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ଆଗାମୀ ନିର୍ବାଚନରେ ଭାଜପା...

ମୁଁ ହିଁ ଦଳର ସ୍ଥାୟୀ ଅଧ୍ୟକ୍ଷ: ଅସନ୍ତୁଷ୍ଟଙ୍କୁ ସୋନିଆଙ୍କ ଉତ୍ତର

ନୂଆଦିଲ୍ଲୀ,୧୬ ।୧୦: କଂଗ୍ରେସ ଦଳରେ ସ୍ଥାୟୀ ଅଧ୍ୟକ୍ଷ ପଦକୁ ନେଇ ଚାଲିଥିବା ଆଲୋଚନା ସମାଲୋଚନା ଉପରେ ଫୁଲଷ୍ଟପ ଲଗାଇଛନ୍ତି ବର୍ତ୍ତମାନର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ...

ଜେଲରେ ପ୍ରତିଷେଧକ ବ୍ୟବସ୍ଥା ନେଇ ରିପୋର୍ଟ ତଲବ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ସାରା ଦେଶରେ ଥିବା ଜେଲ୍‌ଗୁଡ଼ିକରେ ଅତ୍ୟଧିକ ବନ୍ଦୀଙ୍କୁ ନେଇ ସର୍ବୋଚ୍ଚ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି।...

ସିଡବ୍ଲ୍ୟୁସି ପାଇଁ ହେବନି ନିର୍ବାଚନ

ରାୟପୁର,୨୪।୨: ଚଳିତ ବର୍ଷ କଂଗ୍ରେସର ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି) ପାଇଁ ନିର୍ବାଚନ ନକରିବାକୁ ଶୁକ୍ରବାର ଷ୍ଟିଅରିଂ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନୂତନ ସିଡବ୍ଲ୍ୟୁସି ଗଠନ...

ଜଣଙ୍କୁ ମାରିଲେ, ୪ ଜଣଙ୍କୁ ମାରିଦେବୁ

କୋଲକତା,୧୧।୧୨: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଥିବା ରାଜନୈତିକ ଯୁଦ୍ଧ ଏବେ ମୌଖିକ ଦଙ୍ଗାରେ ପରିବର୍ତ୍ତନ ହେଉଛି। ଗୋଟିଏ ଦିନ ପୂର୍ବରୁ ଭାରତୀୟ ଜନତା...

କୂଅରେ ପଡ଼ି ୪ ମୃତ, ୧୩ ନିଖୋଜ

ବିଦିଶା (ଏମ୍‌ପି), ୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲା ଗଞ୍ଜବାସୌଦାର ଏକ କୂଅରେ ପଡ଼ି ୪ ଜଣଙ୍କର ମୃତ୍ୟୁ ଘଟିଛି। କୂଅଟିରେ ଏକ ବାଳିକା ଖସିପଡ଼ିଥିବାବେଳେ ତାଙ୍କୁ...

ପାକିସ୍ତାନର ଗୋଟିଏ ହାତରେ ବନ୍ଧୁକ, ଅନ୍ୟ ହାତରେ ବୋମା: ଶଶି ଥରୁର

ନୂଆଦିଲ୍ଲୀ,୧୦।୯: କଶ୍ମୀର ପ୍ରସଙ୍ଗରେ ଅନ୍ୟ ଦେଶର ମଧ୍ୟସ୍ଥତା ଆବଶ୍ୟକ ଆବଶ୍ୟକ ନାହିଁ। ଆମକୁ ପାକିସ୍ତାନ ସହିତ କଥାବାର୍ତ୍ତା କରିବାରେ କୌଣସି ଆପତ୍ତି ନାହିଁ। ଯଦି ପାକିସ୍ତାନ...

Advertisement
Archives

Model This Week