Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକୁ ପ୍ରଶଂସା କଲେ ଶରଦ ପଓ୍ବାର…

ନୂଆଦିଲ୍ଲୀ, ୩୦।୧୨: ଏନସିପି ମୁଖ୍ୟ ଶରଦ ପ୍‌ୱାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର କାର୍ଯ୍ୟ କରିବା ଶୈଳୀକୁ ନେଇ ପ୍ରଶଂସା କରି କହିଛନ୍ତି। ଶରଦ କହିଛି ମୋଦି ପ୍ରକୃତି ଏପରି ଯେ ଯେତେବେଳେ ସେ ତାଙ୍କ ହାତରେ ଏକ କାର୍ଯ୍ୟ ନିଅନ୍ତି, ସେତେବେଳେ ସେ ନିଶ୍ଚିତ କରନ୍ତି ଯେ କାର୍ଯ୍ୟଟି ପୂରଣ କରି ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। କାମ ସମ୍ପୂର୍ଣ୍ଣ ନ କଲା ପର୍ଯ୍ୟନ୍ତ ମୋଦି ବସି ରୁହନ୍ତି ନାହିଁ। ଏହା ସହିତ ସେ ଆହୁରି ମଧ୍ୟ ସୂଚାଇ ଦେଇଛନ୍ତି ଯେ ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ୟୁପିଏ ଶାସନ କାଳରେ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପ୍ରତିଶୋଧାତ୍ମକ ରାଜନୈତିକ ସ୍ଥିତି ସୃଷ୍ଟି କରିବାକୁ ଚେଷ୍ଟା କରାଯାଇଥିଲା। ସେ କହିଛନ୍ତି ଯେ ମୁଁ ତାଙ୍କ ବିରୋଧରେ ପ୍ରତିଶୋଧାତ୍ମକ ରାଜନୀତିକୁ ସର୍ବଦା ବିରୋଧ କରୁଥିଲି, କିନ୍ତୁ ୟୁପିଏ ମିଳିତ ମଞ୍ଚର କିଛି ଲୋକ ଗୁଜୁରାଟ ସରକାରଙ୍କ କିଛି ଲୋକଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନେଇଥିଲେ।

ପୁଣେରେ ଏକ କାର୍ଯ୍ୟକ୍ରମରେ ପୱାର କହିଛନ୍ତି ଯେ, ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମୋ ସହ ନରେନ୍ଦ୍ର ମୋଦିଙ୍କ ବିରୋଧରେ କୌଣସି ପ୍ରତିଶୋଧ ନେବାକୁ ବିରୋଧ କରିଥିଲେ। ପୱାର ଏହା ମଧ୍ୟ କହିଛନ୍ତି ଯେ ୟୁପିଏ ସରକାରରେ ତାଙ୍କ ବ୍ୟତୀତ ଅନ୍ୟ କେହି ନଥିଲେ ଯିଏ କି ମୋଦିଙ୍କ ସହ କୌଣସି ଆଲୋଚନା କରିପାରିବେ। ମୋଦି ସେତେବେବେଳେ କ୍ରମାଗତ ୟୁପିଏ ସରକାରଙ୍କୁ ଘେରିବା ଜାରି ରଖିଥିଲେ। ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଶରଦ ପୱାର ୟୁପିଏ ସରକାରରେ କୃଷି ମନ୍ତ୍ରୀ ଥିଲେ।

ଶରଦ ପୱାରଙ୍କୁ ପଚରାଯାଇଥିଲା ଯେ ଆପଣ ଏବଂ ମନମୋହନ ସିଂ ସେହି ସମୟରେ ମୋଦିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବା ସପକ୍ଷରେ ଅଛନ୍ତି କି। ପୱାର ଏହାର ଉତ୍ତରରେ କହିଛନ୍ତି, ଯେ, ’ସେତେବେଳେ ମୋଦି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ମୁଁ କେନ୍ଦ୍ରରେ ଥିଲି। ଯେତେବେଳେ ପ୍ରଧାନମନ୍ତ୍ରୀ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ବୈଠକ ଡାକୁଥିଲେ, ସେତେବେଳେ ମୋଦି ଭାଜପା ଶାସିତ ରାଜ୍ୟଗୁଡିକର ମୁଖ୍ୟନ୍ତ୍ରୀଙ୍କର ନେତୃତ୍ୱ ନେଉଥିଲେ ଏବଂ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri