Posted inଜାତୀୟ

ବିଦେଶରେ ଉଦ୍ଧବ, ଶିନ୍ଦେଙ୍କୁ ଭେଟିଲେ ଶରଦ ପାୱାର

ମୁମ୍ବାଇ,୧।୬: ଏନସିପି ସୁପ୍ରିମୋ ଶରଦ ପାୱାର ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଭେଟିବା ପାଇଁ ବର୍ଷା ବଙ୍ଗଳାଠାରେ ପହଞ୍ଚିଛନ୍ତି। ଉଦ୍ଧବ ଠାକ୍‌ରେ ବିଦେଶରେ ଅଛନ୍ତି। ଏହି ସମୟରେ ଶରଦ ପାୱାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଆସିଛନ୍ତି। ଏହି ସାକ୍ଷାତର ବିଷୟବସ୍ତୁ ବିଷୟରେ କୌଣସି ସୂଚନା ପ୍ରକାଶ କରାଯାଇନାହିଁ। କିନ୍ତୁ ଏହି ସାକ୍ଷାତ ନିଶ୍ଚିତ ଭାବରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri