Posted inଜାତୀୟ

ଇଣ୍ଡିଆ ମେଣ୍ଟକୁ ନେଇ ସ୍ପଷ୍ଟ କଲେ ଶରଦ ପାଓ୍ବାର, କହିଦେଲେ ବଡ଼ କଥା…

ମୁମ୍ବାଇ,୧୪।୧: ଏନସିପି ଶରଦ ଗୋଷ୍ଠୀର ନେତା ଶରଦ ପାୱାର କହିଛନ୍ତି ଯେ ଇଣ୍ଡିଆ ମେଣ୍ଟରେ ରାଜ୍ୟ ଏବଂ ସ୍ଥାନୀୟ ନିର୍ବାଚନ ବିଷୟରେ କେବେ ଆଲୋଚନା ହୋଇନଥିଲା। ଏହି ମେଣ୍ଟ କେବଳ ଜାତୀୟ ସ୍ତରୀୟ ନିର୍ବାଚନ ପାଇଁ। ତାଙ୍କର ଏହି ବୟାନ ଏପରି ଏକ ସମୟରେ ଆସିଛି ଯେତେବେଳେ ସମସ୍ତ ଆଞ୍ଚଳିକ ଦଳ ନିଜ ନିଜ ରାଜ୍ୟରେ କଂଗ୍ରେସର ହାତ ଛାଡୁଥିବା ଦେଖାଯାଉଛି। ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ସେଠାରେ ଇଣ୍ଡିଆ ମେଣ୍ଟର ଅଂଶ ଥିବା ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ପରସ୍ପର ଉପରେ ପ୍ରବଳ ଆକ୍ରମଣ କରୁଛନ୍ତି। ସେହିପରି ନିକଟ ଭବିଷ୍ୟତରେ ମହାରାଷ୍ଟ୍ରରେ ସ୍ଥାନୀୟ ସଂସ୍ଥା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଠାରେ, ମହାଗଠବନ୍ଧନର ଅଂଶୀଦାର – କଂଗ୍ରେସ, ଶିବସେନା ଉଦ୍ଧବ ଗୋଷ୍ଠୀ ଏବଂ ଏନସିପି ଶରଦ ଗୋଷ୍ଠୀ ସମସ୍ତେ ପୃଥକ ଭାବରେ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛନ୍ତି।

ମୁମ୍ବାଇରେ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି , ସେ ସଂଘର ବିଚାରଧାରାକୁ ସମର୍ଥନ କରନ୍ତି ନାହିଁ। ତାଙ୍କ ଲୋକମାନେ ଯେଉଁଭଳି ଭାବରେ କଠିନ ପରିଶ୍ରମ କରନ୍ତି ତାହାକୁ ସେ ସମର୍ଥନ କରନ୍ତି। ନିକଟରେ ଶରଦ ପାୱାର ତାଙ୍କ ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରି କହିଥିଲେ ଯେ ସଂଘର କଠିନ ପରିଶ୍ରମ ଯୋଗୁ ମହାରାଷ୍ଟ୍ରରେ ଭାଜପା ଏବଂ ମହାୟୁତିକୁ ଏକ ବଡ଼ ବିଜୟ ମିଳିଛି। ସଂଘର ଲୋକମାନେ କଠିନ ପରିଶ୍ରମ କରିଥିଲେ ଏବଂ ଆମକୁ ସେମାନଙ୍କଠାରୁ ଶିଖିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…

ଛାତ୍ରୀଙ୍କ ପ୍ରତି ଅନୁପଯୁକ୍ତ ଆଚରଣ ଅଭିଯୋଗରେ ଡିୟୁ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ନୂଆଦିଲ୍ଲୀ,୧୨।୧୧: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (DU) ଅଧୀନସ୍ଥ ସତ୍ୟବତୀ କଲେଜର ଜଣେ ପ୍ରଫେସରଙ୍କ ବିରୁଦ୍ଧରେ ଜଣେ ଛାତ୍ରୀଙ୍କ ପ୍ରତି ଅନୁଚିତ ଆଚରଣ କରିଥିବା ନେଇ ଅଭିଯୋଗ ଆସିବା ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?