Posted inଜାତୀୟ

ରାଜ ଠାକରେ ଜଣେ ଅସ୍ଥାୟୀ ନେତା, ସେ କେବେ ତାଙ୍କ କଥା ରକ୍ଷା କରନ୍ତି ନାହିଁ: ଶରଦ ପାୱାର

ମୁମ୍ବାଇ,୩ ।୪: ମହାରାଷ୍ଟ୍ର ନବନିର୍ମାଣ ସେନା(ମନସେ)ର ମୁଖ୍ୟ ରାଜ ଠାକରେଙ୍କ ଦ୍ୱାରା କାଷ୍ଟ ପଲିଟିକ୍ସର ଅଭିଯୋଗ ଆସିବା ପରେ ଏନସିବି ନେତା ଶରଦ ପାୱାର ଏହାର ଜବାବ ଦେଇଛନ୍ତି । ପାୱାର ରବିବାର କହିଛନ୍ତି ମହାରାଷ୍ଟ୍ର ନବ ନିର୍ମାଣ ସେନାର ଅଧ୍ୟକ୍ଷ କେବେ ବି କିଛି କହି ଦିଅନ୍ତି, ହେଲେ ନିଜ କଥାରେ କେବେ ଷ୍ଟିକ୍ କରନ୍ତି ନାହିଁ । ଆଉ ବର୍ଷରେ ରାଜ ୩ରୁ ୪ ମାସ ପାଇଁ ଅଣ୍ଡରଗ୍ରାଉଣ୍ଡ ହୋଇଯାଆନ୍ତି ପୁଣି ବାହାରକୁ ଆସି ବୟାନବାଜି କରନ୍ତି । ଶରଦ ପାୱାର କହିଛନ୍ତି ମୁଁ ବୁଝି ପାରୁନି ବାକି ସମୟ ସେ କ’ଣ କରନ୍ତି । ସୂଚନାଯୋଗ୍ୟ, ଶନିବାର ମୁମ୍ବାଇର ଶିବାଜୀ ପାର୍କରେ ଏକ ରାଲିରେ ରାଜ ଠାକରେ ଶରଦ ପାୱାରଙ୍କ ଆଲୋଚନା କରି ସମୟ ସମୟରେ ଜାତି କାର୍ଡ ଖେଳିବା ଓ ବିଭାଜନ କରିବାର ଅଭିଯୋଗ ଆଣିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?