Posted inଜାତୀୟ

ଶରଦ ପାୱାରଙ୍କୁ ଆୟକର ବିଭାଗର ନୋଟିସ୍‌

ମୁମ୍ବାଇ,୧।୭ : ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଝଟକା। ନିର୍ବାଚନ ସତ୍ୟପାଠ ମାମଲା ସମ୍ପର୍କିତ ଶରଦ ପାୱାରଙ୍କୁ ଆୟକର ବିଭାଗ ପକ୍ଷରୁ ନୋଟିସ୍‌ ଜାରି ହୋଇଛି। ୨୦୦୪, ୨୦୦୯, ୨୦୧୪ ଏବଂ ୨୦୨୯ରେ ହୋଇଥିବା ଲୋକସଭା ନିର୍ବାଚନରେ ଶରଦ ପାୱାର ଦାଖଲ କରିଥିବା ସତ୍ୟପାଠରେ ତଥ୍ୟ ସମ୍ପର୍କିତ ପାୱାରଙ୍କୁ ନୋଟିସ ହୋଇଛି। ଏଥିରେ ପାୱାର ଟୁଇଟ୍‌ କରି କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆଜିକାଲି ଇଡି ଏବଂ କେନ୍ଦ୍ରୀୟ ଏଜେନ୍ସିର ବ୍ୟବହାର କରାଯାଉଛି ଏବଂ ଏହାର ଫଳାଫଳ ଆଜି ଦିନରେ ଦୃଶ୍ୟମାନ ହେଉଥିବା ସେ ଅଭିଯୋଗ କରିଛନ୍ତି ।

ଅନେକ ବିଧାୟକଙ୍କୁ ଏଭଳି ନୋଟିସ ହୋଇଥିବା ଅଭିଯୋଗ ହୋଇଛି। ସେ କହିଛନ୍ତି, ୫ ବର୍ଷ ପୂର୍ବେ ଆମେ ଇଡି ନାମ ମଧ୍ୟ ଜାଣି ନ ଥିଲୁ। ହେଲେ ଆଜିର ଦିନରେ ଗାଁ ଲୋକମାନେ ମଧ୍ୟ ଥଟ୍ଟାମଜାରେ ଇଡି କଥା କହୁଛନ୍ତି। ଗାଁ ଗାଁରେ ଇଡି ରେଡ କଥା ପରସ୍ପରକୁ କୁହାକୁହି ହେଉଛନ୍ତି ବୋଲି ପାୱାର ଟୁଇଟ୍‌ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ‘ଏହି ବ୍ୟବସ୍ଥା ବିଭିନ୍ନ ରାଜନୌତିକ ଦୃଷ୍ଟିକୋଣରୁ ଲୋକଙ୍କ ପାଇଁ ବ୍ୟବହୃତ ହୁଏ। ମୁଁ ଇନକମ ଟ୍ୟାକ୍ସରୁ ଏକ ପ୍ରେମପତ୍ର ପାଇଛି ବୋଲି ପରିହାସରେ କହିଛନ୍ତି ପାୱାର ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri