Posted inଜାତୀୟ

ଅଜିତ ପାୱାରଙ୍କ ମୁଖ୍ୟମନ୍ତ୍ରୀ ଇଚ୍ଛା ଏକ ସ୍ବପ୍ନ ହୋଇ ରହିଯିବ: ଶରଦ ପାୱାର

ମୁମ୍ବାଇ,୧୨।୧୦: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବା ପାଇଁ ଅଜିତ ପାୱାରଙ୍କ ଇଚ୍ଛା କେବଳ ଏକ ସ୍ବପ୍ନ ହୋଇ ରହିଯିବ। ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଗୁରୁବାର ଏଭଳି କହିଛନ୍ତି। ପୁତୁରା ତଥା ଅଜିତ ପାଓ୍ବାରଙ୍କୁ କଟାକ୍ଷ କରି ଶରଦ ପାୱାର କହିଛନ୍ତି, ଅଜିତ ପାୱାରଙ୍କର ମୁଖ୍ୟମନ୍ତ୍ରୀ ହେବା କେବଳ ଏକ ସ୍ବପ୍ନ, ଏହା ପ୍ରକୃତରେ କେବେ ଘଟିବ ନାହିଁ। ଏନସିପି ଠାରୁ ଅଲଗା ହୋଇଥିବା ଅଜିତ ପାୱାର ବର୍ତ୍ତମାନ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଛନ୍ତି।

ଏନସିପିରେ ଚାଲିଥିବା ବିଭିନ୍ନ ରାଜନୈତିକ ଉତ୍ତେଜନାକୁ ନେଇ ଚାଲିଥିବା ବିବାଦ ସମ୍ପର୍କରେ ଶରଦ ପାୱାରଙ୍କୁ ପଚରାଯାଇଥିଲା। ଯେଉଁଥିରେ ଜୁଲାଇ ବିଦ୍ରୋହ ମଧ୍ୟ ସାମିଲ ଥିଲା, ଯେତେବେଳେ ଅଜିତ ପାୱାର ଦଳକୁ ବିଭାଜନ କରି ଶିବସେନା-ଭାରତୀୟ ଜନତା ପାର୍ଟି ମିଳିତ ସରକାରରେ ତୃତୀୟ ଅଂଶୀଦାର ଭାବରେ ଯୋଗ ଦେଇଥିଲେ। ୬୪ ବର୍ଷୀୟ ଅଜିତ ପାୱାର ଅନେକ ଥର ନିଜର ଅଭିଳାଷକୁ ସ୍ପଷ୍ଟ କରିସାରିଛନ୍ତି ଯେ, ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ସେ ‘ପଦୋନ୍ନତି’ ଚାହୁଁଛନ୍ତି ଏବଂ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାକୁ ସେ ବହୁତ ଆଗ୍ରହୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri