Posted inଜାତୀୟ

ଏନସିପି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଘୋଷଣା କଲେ ଶରଦ ପାଓ୍ବାର

ମୁମ୍ବାଇ,୨।୫: ଦେଶର ବରିଷ୍ଠ ରାଜନେତାଙ୍କ ମଧ୍ୟରୁ ଜଣେ ଏନସିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶରଦ ପାଓ୍ବାର ରିଟାୟର ହେବାକୁ ଘୋଷଣା କରିଛନ୍ତି। ନିଜ ଜୀବନ ସହ ଜଡିତ ଏକ ପୁସ୍ତକର ଉନ୍ମୋଚନ କାର୍ଯ୍ୟକ୍ରମରେ ସେ କହିଛନ୍ତି, ମୁଁ ଆଜି ରାଷ୍ଟ୍ରବାଦୀ କଂଗ୍ରେସ(ଏନସିପି) ଅଧ୍ୟକ୍ଷ ପଦରୁ ରିଟାୟର ନେବାକୁ ନିଷ୍ପତ୍ତି ନେଇଛି।

ନିଜ ରାଜନୈତିକ ଜୀବନ ସହ ଜଡିତ ଏକ ପୁସ୍ତକର ଉନ୍ମୋଚନ କାର୍ଯ୍ୟକ୍ରମରେ ଶରଦ ପାଓ୍ବାର କହିଛନ୍ତି, ମୋ ପାଇଁ ସବୁଠାରୁ ବଡ ଆଶ୍ଚର୍ଯ୍ୟକର ଘଟଣା ଥିଲା ଅଜିତ ହଠାତ ଭାରତୀୟ ଜନତାପାର୍ଟି(ଭାଜପା) ସହ ଯାଇ ଉପମୁଖ୍ୟମନ୍ତ୍ରୀ ପଦର ଶପଥ କାହିଁକି ନେଲେ। ଯେତେବେଳେ ମୁଁ ଭାବିବା ଆରମ୍ଭ କଲି କି ଅଜିତ ଏମିତି ନିଷ୍ପତ୍ତି କାହିଁକି ନେଲେ। ମୁଁ ଜାଣିପାରିଲି ଯେ ସରକାର ଗଠନକୁ ନେଇ କଂଗ୍ରେସ ସହ ହୋଇଥିବା ଆଲୋଚନା ଏବେ ସୁଖପ୍ରଦ ନ ଥିଲା। ତାଙ୍କର ବ୍ୟବହାର କାରଣରୁ ଆମକୁ ସବୁଦିନ ସରକାର ଗଠନକୁ ନେଇ ଚର୍ଚ୍ଚା କରିବା ସମୟରେ ଅସୁବିଧା ଲାଗୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri