Posted inଜାତୀୟ

ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି: ପ୍ରଫୁଲ୍ଲ ପଟେଲ

ନୂଆଦିଲ୍ଲୀ,୧୧।୯: ୨୦୨୪ ଲୋକ ସଭା ନିର୍ବାଚନରେ ଏନସିପି ସୁପ୍ରିମୋ ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି ବୋଲି ଏନସିପି ଏମ୍‌ପି ପ୍ରଫୁଲ୍ଲ ପଟେଲ ରବିବାର ସ୍ପଷ୍ଟ କରିଛନ୍ତି। ଦିଲ୍ଲୀର ଟକାଟୋରା ଷ୍ଟାଡିୟମରେ ଏନସିପିର ଅଷ୍ଟମ ଜାତୀୟ ସମ୍ମିଳନୀରେ ପ୍ରଫୁଲ୍ଲ କହିଛନ୍ତି, ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି ଏବଂ କେବେ ମଧ୍ୟ ହେବେ ନାହିଁ। ସେ ଆଦୌ ବିରୋଧୀଙ୍କ ଚେହେରା ନୁହଁନ୍ତି। ଦେଶର ପରିସ୍ଥିତିକୁ ଦୃଷ୍ଟିରେ ରଖି ଏନସିପି ଏକ ବଡ ଭୂମିକା ଗ୍ରହଣ କରିବାକୁ ପଡିବ। ଏଥିରେ ଶରଦ ପାଓ୍ବାର ଏକ ଦାୟିତ୍ୱ ନିର୍ବାହ କରିବେ।
ଦିଲ୍ଲୀରେ ଚାଲିଥିବା ଏନସିପି କାର୍ଯ୍ୟ କମିଟି ବୈଠକରେ ଶରଦ ପାୱାର ଦଳର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲୁଙ୍କୁ ୫ ବର୍ଷ ଜେଲ, ୬୦ ଲକ୍ଷ ଟଙ୍କା ଜରିମାନା

ପାଟନା,୨୧ ।୨: ଗୋଖାଦ୍ୟ ଦୁର୍ନିତି ମାମଲାର ସବୁଠାରୁ ବଡ ତଥା ପଞ୍ଚମ ମାମଲାରେ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ...

ଛତିଶଗଡ଼ରେ ଏନ୍‌କାଉଣ୍ଟର: ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୨୬।୨: ଛତିଶଗଡ଼ କାଙ୍କେରର କୋୟଲିବେଡା ଅଞ୍ଚଳରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ବୁଧବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିମୟ ହୋଇଥିଲା। ଏଥିରେ କେହି...

ଏଫ୍‌ଏଟିଏଫ୍‌ ଗ୍ରେ ଲିଷ୍ଟରେ ପାକିସ୍ତାନ

ନୂଆଦିଲ୍ଲୀ, ୨୪ା୧୦: ପାକିସ୍ତାନ ପୁଣି ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌)ର ଗ୍ରେ ତାଲିକାରେ ରହିଛି। ଆତଙ୍କବାଦ ରୋକିବା ଲାଗି ୨୭ଟିରୁ ୬ଟି ନିର୍ଦ୍ଦେଶ ପାଳନ କରି...

୫୦ ବର୍ଷ ଧରି ବିବାହ କଥାକୁ ଲୁଚାଇ ରଖିଥିଲେ ମୋଦି, ପରେ ଏମିତି ପଡ଼ିଥିଲା ଜଣା

ନୂଆଦିଲ୍ଲୀ,୧୭ା୯: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିବସ। ଆଜିର ଏହି ସ୍ବତନ୍ତ୍ର ଦିନରେ ଆସନ୍ତୁ ଜାଣିବା ମୋଦିଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କରେ କିଛି...

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌...

ଭାଇଚାରାର ବିଜୟ: ସହମତିରେ ରାୟ ପ୍ରକାଶ; ମସଜିଦ୍‌ ନିର୍ମାଣରେ ସହାୟତା କରିବେ କେନ୍ଦ୍ର ଓ ରାଜ୍ୟ ସରକାର

ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏଥିରେ ଭାଇଚାରାର ବିଜୟ ହୋଇଛି। ଏହି ରାୟ ପୁଣିଥରେ ଭାରତର ଜାତୀୟ ସଂହତିକୁ ପ୍ରତିପାଦିତ କରିଛି। ରାମ...

ରାଘବଙ୍କ ଭବିଷ୍ୟବାଣୀ: କଂଗ୍ରେସର ସ୍ଥାନ ନେବ ଏଏପି

ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାସଭା ନିର୍ବାଚନ ଫଳାଫଳ ବାହାରିବାକୁ ଯାଉଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ, ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିବାକୁ...

ବାରାଣସୀରେ କଂଗ୍ରେସ ପ୍ରାର୍ଥୀ ହେଲେ ଅଜୟ ରାୟ

ନୂଆଦିଲ୍ଲୀ, ୨୫।୪: ବାରଣାସୀ ଲୋକ ସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନେଇ ଜାରି ରହିଥିବା ଚର୍ଚ୍ଚା ଶେଷରେ ବନ୍ଦ ହୋଇଛି। ଏଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

Advertisement
Archives

Model This Week