Posted inଜାତୀୟ

ଶରଦ-ଉଦ୍ଧବଙ୍କୁ ଲାଗିଲା ବଡ଼ ଝଟ୍‌କା, ଏମଭିଏରୁ ଅଲଗା ହେଲେ…

ମୁମ୍ବାଇ,୭।୧୨: ମହାରାଷ୍ଟ୍ରର ମହାବିକାଶ ଅଘାଡିରେ ଏକ ବଡ ଓଲଟପାଲଟ ଦେଖାଦେଇଛି। ନିର୍ବାଚନରେ ପରାଜୟର କ୍ଷତ ଏପର୍ଯ୍ୟନ୍ତ ପୂରଣ ହୋଇପାରି ନଥିଲା ବେଳେ ପୁଣି ଶରଦ ପାୱାର ଏବଂ ଉଦ୍ଧବ ଠାକରେଙ୍କୁ ଆଉ ଏକ ବଡ଼ ଝଟକା ଲାଗିଥିଲା। ହଁ, ଅଖିଳେଶ ଯାଦବଙ୍କ ସମାଜବାଦି ପାର୍ଟି ଏମଭିଏ ଅର୍ଥାତ୍‌ ମହାବିକାଶ ଅଘାଡି ସହିତ ସମ୍ପର୍କ ଭାଙ୍ଗିଛି । ଉଦ୍ଧବଙ୍କ ନିକଟବର୍ତ୍ତୀ ବ୍ୟକ୍ତିଙ୍କ ବିବୃତ୍ତି ପରେ ଏସପି ଏମଭିଏରୁ ନିଜକୁ ଦୂରେଇ ରଖିଛନ୍ତି।

ସୂଚନାଯୋଗ୍ୟ, ବିରୋଧୀ ଦଳକୁ ଏକ ବଡ଼ ଝଟ୍‌କା ଦେଇ ସମାଜବାଦି ପାର୍ଟି ଶନିବାର ମହାରାଷ୍ଟ୍ର ମହାବିକାଶ ଅଘାଡି ସହ ସମ୍ପର୍କ ଭାଙ୍ଗିଛି। ମହାରାଷ୍ଟ୍ର ଏସପି ମୁଖ୍ୟ ଆବୁ ଅଜମୀ ଏହା ଘୋଷଣା କରିଛନ୍ତି। ବାସ୍ତବରେ, ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେଙ୍କ ଜଣେ ନେତା ବାବ୍ରି ମସଜିଦ ଭଙ୍ଗକୁ ପ୍ରଶଂସା କରିଥିଲେ। ସମାଜବାଦୀ ପାର୍ଟିରେ ରାଜ୍ୟରେ ଦୁଇଜଣ ବିଧାୟକ ଅଛନ୍ତି।
ସୂଚନା ଅନୁସାରେ, ମହାରାଷ୍ଟ୍ରର ଏସପି ମୁଖ୍ୟ ଆବୁ ଆଜମୀ ଏହି ବଡ଼ ନିଷ୍ପତ୍ତି ପଛରେ ଏକ ଖବରକାଗଜରେ ପ୍ରକାଶିତ ଶିବସେନା (ୟୁବିଟି) ବିଜ୍ଞାପନକୁ ଦର୍ଶାଇଛନ୍ତି। ଏହି ବିଜ୍ଞାପନରେ ଯେଉଁମାନେ ବାବ୍ରି ମସଜିଦକୁ ଭାଙ୍ଗି ଦେଇଥିଲେ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଆଜମି କହିଛନ୍ତି, ‘ତାଙ୍କର (ଉଦ୍ଧବ ଠାକରେ) ସହକର୍ମୀ ମଧ୍ୟ ମସଜିଦ ଭାଙ୍ଗିବାର ପ୍ରଶଂସା କରି ଏକ୍ସରେ ପୋଷ୍ଟ କରିଛନ୍ତି।’ ସେ ଘୋଷଣା କରିଛନ୍ତି, କି ଆମେ ମହାବିକାଶ ଅଘାାଡି ଛାଡୁଛୁ, ମୁଁ (ସମାଜବାଦୀ ପାର୍ଟି ସଭାପତି) ଅଖିଳେଶ ସିଂ ଯାଦବଙ୍କ ସହ କଥାବାର୍ତ୍ତା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri