Posted inଜାତୀୟ

ଦିନ ଟିଏ ଉପବାସ କରିବେ ଶରଦ

ମୁମ୍ବାଇ, ୨୩।୯: ରାଜ୍ୟ ସଭାରେ ରବିବାର କୃଷି ବିଲ୍‌ ଗୃହୀତ ସମୟରେ ହଟ୍ଟଗୋଳ କରିଥିବା ୮ଜଣ ଏମ୍‌ପିଙ୍କୁ ଚଳିତ ଅଧିବେଶନରୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହୋଇଥିବା ଏମ୍‌ପିଙ୍କ ସମର୍ଥନରେ ପ୍ରାୟ ଅଧିକାଂଶ ବିରୋଧୀ ଦଳ ଏକାଠି ହୋଇ ସଂସଦ ବାହାରେ ୨ଦିନ ହେଲା ଧାରଣା ଦେଇଛନ୍ତି। ଏଭଳି ସ୍ଥିତିରେ ଏନ୍‌ସିପି ମୁଖ୍ୟ ଶରଦ ପାୱାର ମଧ୍ୟ ନିଲମ୍ବିତ ଏମ୍‌ପିଙ୍କୁ ସମର୍ଥନ ଜଣାଇଛନ୍ତି। ଏମ୍‌ପିଙ୍କ ନିଲମ୍ବନ ଆଦେଶ ବିରୋଧରେ ଶରଦ ଗୋଟିଏ ଦିନ ଉପବାସ କରିବେ ବୋଲି ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ରୁ ୮ବର୍ଷର ପିଲାଙ୍କ ଉପରେ କୋଭାକ୍ସିନ ଟ୍ରାଏଲ ଆରମ୍ଭ

ପାଟନା,୨୮।୫: ବିହାର ସମେତ ପୁରା ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ପ୍ରତିଦିନ ହଜାର ହଜାର ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ...

ପରୀକ୍ଷାର୍ଥୀଙ୍କୁ ଖାତାରେ ଶହେ ଟଙ୍କିଆ ନୋଟ୍‌ ରଖିବାକୁ ପରାମର୍ଶ ଦେଇ ପ୍ରିନ୍ସପାଲ୍‌ ଗିରଫ

ଲକ୍ଷ୍ନୌ,୨୦।୨: ଏବେ ଉତ୍ତରପ୍ରଦେଶ ସେକେଣ୍ଡାରୀ ଏଜୁକେଶନ ବୋର୍ଡ(ୟୁପିଏସ୍‌ଇବି) ପରୀକ୍ଷା ଆରମ୍ଭ ହୋଇଛି। ପରୀକ୍ଷାର୍ଥୀଙ୍କ ଭଲ ନମ୍ବର ରଖିବା ପାଇଁ ଖାତାରେ ଶହେ ଟଙ୍କିଆ ନୋଟ୍‌ ରଖିବାକୁ...

ଚନ୍ଦ୍ରଯାନ-୨କୁ ନେଇ ପ୍ରତିକ୍ରିୟା ରଖିଲେ ମମତା

କୋଲକାତା,୬।୯: ଭାରତ ଚନ୍ଦ୍ରପୃଷ୍ଠରେ ଏକ ନୂଆ ମାଇଲଖୁଣ୍ଟ ତିଆରି କରିବାକୁ ଯାଉଛି। ୪୮ ଦିନର ଯାତ୍ରା ପରେ ଶୁକ୍ରବାର ବିଳମ୍ବିତ ରାତିରେ ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ବିକ୍ରମ...

ନ ସୁଧୁରିଲେ ଚିଦାମ୍ବରମ୍‌ଙ୍କ ଭଳି ଦଶା ଭୋଗିବ

ବଲିଆ,୧୬ା୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁଧୁରିଯାଆନ୍ତୁ। ନଚେତ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଭଳି ଦଶା ଭୋଗିବେ ବୋଲି ରବିବାର ଭାଜପା ନେତା ସୁରେନ୍ଦ୍ର...

ଖୁବଶୀଘ୍ର ନିର୍ବାଚନ ପ୍ରଚାରରେ ବାହାରିବେ ଦିଦି

କୋଲକାତା,୧୩ ।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଖୁବ୍‌ଶୀଘ୍ର ନିର୍ବାଚନ ପ୍ରଚାରରେ ବାହାରିବେ ବୋଲି ଜଣାପଡିଛି । ମାର୍ଚ୍ଚ ୧୫ରୁ ଅର୍ଥତ୍ ମାତ୍ର ୨ ଦିନ...

ଗୁରୁଦିବସରେ ମୋଦି କହିଲେ ଶିକ୍ଷକ ଆମର ହିରୋ

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁଦିବସ ଅବସରରେ ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଯୋଗଦାନର ପ୍ରଶଂସା କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ କରି ଗଢି ତୋଳିବାରେ ଶିକ୍ଷକଙ୍କର...

ପୋଲିସ ଲାଠିମାଡ଼ରେ ଆହତ ଚାଷୀଙ୍କ ମୃତ୍ୟୁ

ଚଣ୍ଡିଗଡ଼, ୩୦।୮: ହରିୟାଣାର କର୍ନଲ ଜିଲାରେ ଶନିବାର ପୋଲିସ ଲାଠିମାଡ଼ରେ ଆହତ ଜଣେ ଚାଷୀଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ବରିଷ୍ଠ ବିକେୟୁ ନେତା ଗୁରନାମ୍‌ ସିଂ...

ଡାକବାଜି ଯନ୍ତ୍ର ବ୍ୟବହାର ମୌଳିକ ଅଧିକାର ନୁହେଁ: ହାଇକୋର୍ଟ

ପ୍ରୟାଗରାଜ,୭ା୫ (ଆଇଏଏନ୍‌ଏସ୍‌): ମସ୍‌ଜିଦରେ ଡାକବାଜି ଯନ୍ତ୍ର ଲଗାଇବା ଲାଗି ଏକ ଆବେଦନକୁ ଆଲ୍ଲାହାବାଦ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଡାକବାଜି ଯନ୍ତ୍ର ବ୍ୟବହାର କରିବା ମୌଳିକ ଅଧିକାର...

Advertisement
Archives

Model This Week