ପ୍ରତିଦିନ ମା’ଙ୍କଠାରେ ଲାଗି ହେବ ଅନ୍ନଭୋଗ

କୋକସରା,୧୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): (୦୩) ଧରାପୃଷ୍ଠକୁ ଆସିଛନ୍ତି ମା’ଦୁର୍ଗା। ମା’ଙ୍କ ଆଗମନରେ ସହରଠୁ ଗାଁ ଚଳଚଞ୍ଚଳ ହୋଇପଡିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ଓଲମା ଗ୍ରାମରେ ଚଳିତ ବର୍ଷ ନବଦିନାତ୍ମକ ଶାରଦୀୟ ଦୁର୍ଗାପୂଜା ହେଉଥିବା ବେଳେ ଅଧିବାସ କାର୍ଯ୍ୟ ସମ୍ପନ୍ନ ହୋଇଛି।

ରବିବାର ସକାଳୁ କଳସ ଯାତ୍ରା ସହ ମା’ଙ୍କ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ୧୪ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ମା’ ଦୁର୍ଗାଙ୍କୁ ନବରୁପରେ ପୂଜା କରାଯିବ। ଚଳିତ ବର୍ଷ ଓଲମା ଗ୍ରାମ୍ୟ ପୂଜା କମିଟି ପକ୍ଷରୁ ପୂଜାକର୍ତ୍ତା ଭାବେ ବିଶେଷ କୁମାର ପଣ୍ଡା ଏବଂ ତାଙ୍କର ସ୍ତ୍ରୀ ଶେଫାଳି ପଣ୍ଡା ପୂଜାକାର୍ଯ୍ୟ ସମ୍ପାଦନ କରିବେ। କଳସ ଯାତ୍ରାରେ ଶତାଧିକ ମହିଳା ଯୋଗ ଦେଇଥିଲେ। ଘଣ୍ଟୁଆ, ସଂକୀର୍ତ୍ତନ ଦଳରେ ଏକ ଶୋଭାଯାତ୍ରା ବାହାରି ପୁଷ୍କରିଣୀରୁ ଜଳ ଆଣି ପୂଜା ମଣ୍ଡପରେ ସ୍ଥାପନ କରାଯାଇଥିଲା।

ନବ ଦିନାତ୍ମକ ପୂଜାରେ ପ୍ରତିଦିନ ଅନ୍ନଭୋଗ ସହ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ରହିଛି। ପୂଜା କମିଟିର ସଭାପତି ପ୍ରମୋଦ କୁମାର ପଣ୍ଡା, ଉପ ସଭାପତି ତ୍ରିନାଥ ଶବର, ସାଧାରଣ ସମ୍ପାଦକ ବ୍ରହ୍ମାନନ୍ଦ ମାଝୀ, ସହ ସମ୍ପାଦକ ଆଶିଷ କୁମାର ପଣ୍ଡା, କୋଷାଧ୍ୟକ୍ଷ ସଞ୍ଜୀବ କୁମାର ପଣ୍ଡା, ଧନଞ୍ଜୟ ସାହୁ, ଭାଗବତ କଟା, ସୁମନ ଅଗସ୍ତି, ଫୁଲଚନ ଶବର, ପବିତ୍ର ମାଝୀ, ଦିଲୀପ ବାଗଙ୍କ ସହ ଗ୍ରାମବାସୀ ପୂଜାକାର୍ଯ୍ୟ ପରିଚାଳନାରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri