କଟକ ୧୩।୩: ଶାରଦା ଚିଟ୍ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଯାଇଛି। ଓଡ଼ିଶା ହାଇକୋର୍ଟ ଦେବଯାନୀଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଶାରଦା ଚିଟ୍ଫଣ୍ଡ ସଂସ୍ଥା ନାଁରେ କୋଟି କୋଟି ଟଙ୍କା ଠକେଇ ଅଭିଯୋଗ ଥିଲା।
କଟକ ୧୩।୩: ଶାରଦା ଚିଟ୍ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଯାଇଛି। ଓଡ଼ିଶା ହାଇକୋର୍ଟ ଦେବଯାନୀଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଶାରଦା ଚିଟ୍ଫଣ୍ଡ ସଂସ୍ଥା ନାଁରେ କୋଟି କୋଟି ଟଙ୍କା ଠକେଇ ଅଭିଯୋଗ ଥିଲା।
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...
ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...
ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...
ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
