ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ନିଲମ୍ବିତ କରିଛନ୍ତି । ଏ ନେଇ ଏକ ପ୍ରେସ ବିବୃତ୍ତି ଜରିଆରେ ସୂଚନା ଦେଇଛନ୍ତି । ତେବେ ଏହି ଘଟଣା ବର୍ତ୍ତମାନ ଭବାନୀପାଟଣାରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ତାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ…

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ…

ରିଚ ଲିଷ୍ଟ ୨୦୨୬: ନେଟୱର୍ଥ କମିବା ପରେ ତଥାପି ଦେଶର ସବୁଠୁ ଧନୀ ଅଭିନେତା ହେଲେ ଶାହରୁଖ; ଜାଣନ୍ତୁ କେଉଁ ସ୍ଥାନରେ ସଲମାନ-ଅମିତାଭ

ମୁମ୍ବାଇ,୨୪।୯: ହୁରୁନ ଇଣ୍ଡିଆ ରିଚ ଲିଷ୍ଟ ୨୦୨୬ ପ୍ରକାଶ ପାଇଛି। ଗତବର୍ଷ ଭଳି ଏଥର ମଧ୍ୟ ବଲିଉଡର ସବୁଠାରୁ ଧନୀ ଅଭିନେତା ଭାବେ ଶାହରୁଖ ଖାନ ଶୀର୍ଷ…

ମଙ୍ଗଳ-ବୃହସ୍ପତିଙ୍କ ନୀଚଭଙ୍ଗ ରାଜଯୋଗ: ଅକ୍ଟୋବର ପହିଲାରୁ ମାଲାମାଲ ହେବେ କନ୍ୟା ସମେତ ୪ ରାଶି, ଧନଲାଭର ପ୍ରବଳ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ଚଳନର ବିଶେଷ ପ୍ରଭାବ ରାଶିଚକ୍ର ଉପରେ ପଡ଼ିଥାଏ। ବର୍ତ୍ତମାନ ମଙ୍ଗଳ ନିଜର ନୀଚ ରାଶି କର୍କଟରେ ଗୋଚର କରୁଛନ୍ତି ଏବଂ…

ସଞ୍ଜୁଙ୍କୁ ଛାଡ଼ି ବୈଭବଙ୍କୁ ସୁଯୋଗ ଦେବା ଥିଲା ଗମ୍ଭୀରଙ୍କ ପାଇଁ କଠିନ ନିଷ୍ପତ୍ତି: କହିଲେ- ସେହି ରାତିରେ ମୁଁ…

ନୂଆଦିଲ୍ଲୀ,୨୪।୯: IPL ୨୦୨୬ ପରେ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଟି-୨୦ ଦଳରେ ଲଗାତାର ସୁଯୋଗ ମିଳୁଛି। ପ୍ରଥମେ ଆୟର୍ଲାଣ୍ଡ ବିପକ୍ଷ ୨ ମ୍ୟାଚ୍ର ଟି-୨୦…

ସଚିନଙ୍କ ରେକର୍ଡ ଚୁର୍‌ମାର୍‌: କ୍ରିକେଟ୍‌ର ନୂଆ ବାଦ୍‌ଶାହା ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଷ୍ଟାର୍‌ ବ୍ୟାଟର୍‌ ଜୋ ରୁଟ ଅନ୍ତର୍ଜାତୀୟ କ୍ରିକେଟରେ ଆଉ ଏକ ବଡ଼ କୀର୍ତ୍ତିମାନ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ରୁଟ ୨୩…

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଖବର: ଏଥର ଆଗୁଆ ମିଳିବ ଦରମା, ଜାଣନ୍ତୁ କାହିିଁକି

ନୂଆଦିଲ୍ଲୀ୨୪।୯: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ବଡ଼ ଖବର। ସାଧାରଣତଃ ମାସର ଶେଷ କାର୍ଯ୍ୟଦିବସରେ କର୍ମଚାରୀଙ୍କ ଦରମା ଓ ପେନସନଭୋଗୀଙ୍କ ପେନସନ ଆକାଉଣ୍ଟରେ ଜମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?