ବଜେଟ୍‌ ପୂର୍ବରୁ ଉଛୁଳିଲା ସେୟାର ମାର୍କେଟ୍‌, ବଢ଼ିଗଲା ସେନ୍‌ସେକ୍ସ-ନିଫ୍ଟି

ମୁମ଼୍ବାଇ, ୨୩।୦୭: ନୂଆ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଆଜି ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ହେବାକୁ ଯାଉଛି । ସାଧାରଣ ଲୋକଙ୍କ ସମେତ ସେୟାର ମାର୍କେଟ୍‌ ନିବେଶକଙ୍କ ମଧ୍ୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ବଡ଼ ଆଶା ରହିଛି । ଆଜି ଷ୍ଟକ ମାର୍କେଟ ନିବେଶକମାନଙ୍କ ପାଇଁ ଏକ ଶୁଭ ଦିନ ହେବ ବୋଲି ଆଶା କରାଯାଉଛି । ଘରୋଇ ଷ୍ଟକ ମାର୍କେଟ ବର୍ତ୍ତମାନ ସମୟରେ ଅନେକ ଥର ସର୍ବୋଚ୍ଚ ସ୍ତର ଛୁଇଁଛି । ଏଭଳି ପରିସ୍ଥିତିରେ ପୂର୍ଣ୍ଣ ବଜେଟ ଉପରେ ବଜାରର ପ୍ରଭାବ କ’ଣ ରହିବ ତାହା ଉପରେ ସମସ୍ତଙ୍କ ନଜର ରହିଛି।

ଘରୋଇ ଷ୍ଟକ ବଜାର ମଙ୍ଗଳବାର ଦିନ ବୃଦ୍ଧି ସହିତ ଖୋଲିଛି। ଯାହା ବଜେଟରୁ ଅନେକ ଆଶା କରୁଛି । ଆଜି ସକାଳ ୯.୧୫ରେ, ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ)ର ବେଞ୍ଚମାର୍କ ସେନ୍‌ସେକ୍ସ ୨୩୬ ପଏଣ୍ଟ ବୃଦ୍ଧି ସହିତ ୮୦୭୩୮.୫୪ ସ୍ତରରେ କାରବାର କରୁଥିବା ଦେଖାଯାଇଥିଲା । ସେହିଭଳି ନିଫ୍ଟି ବା ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ମଧ୍ୟ ୨୪,୫୬୦.୩୦ ସ୍ତରରେ ୫୧ ପଏଣ୍ଟ ବୃଦ୍ଧି ସହିତ ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର…

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri