ଆମେରିକା ବ୍ୟାଙ୍କର ପ୍ରଭାବ, ରେକର୍ଡ ସ୍ତରରେ ସେୟାର ମାର୍କେଟ୍‌

ମୁମ଼୍ବାଇ, ୧୩।୬: ବିଶ଼୍ବର ସବୁଠାରୁ ବୃହତ୍‌ ଅର୍ଥନୈତିକ ଦେଶ ଆମେରିକାର ଫେଡରାଲ୍‌ ରିଜର୍ଭ ବ୍ୟାଙ୍କ୍‌ ଏହାର ନୀତିଗତ ସୁଧ ହାରକୁ ନେଇ ଘୋଷଣା କରିଛି । ଏହି ନିଷ୍ପତ୍ତି ସାରା ବିଶ଼୍ବର ଅପେକ୍ଷା ରହିଥିଲା । ଏହାର ପ୍ରଭାବ ଗୁରୁବାର ଭାରତୀୟ ଷ୍ଟକ୍‌ ମାର୍କେଟ୍‌ରେ ପରିଲିକ୍ଷିତ ହୋଇଛି । ସେୟାର ମାର୍କେଟ୍‌ ଆଜି ନୂଆ ରେକର୍ଡ କରିଛି । କାରବାର ସମୟରେ ଏହା ସବୁଠାରୁ ଉଚ୍ଚ ପଏଣ୍ଟରେ ପହଞ୍ଚିଥିବା ଦେଖିବାକୁ ମିଳିଛି ।
ବମ଼୍େବ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ କମ୍ପାନୀ ବିଶିଷ୍ଟ ସେନ୍‌ସେକ୍ସ ୩୫୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇ ୭୭,୧୦୨.୦୫ ଅଙ୍କରେ ଖୋଲିଥିଲା । ପରେ ଏହା ୭୭,୧୪୫.୪୬ ପଏଣ୍ଟରେ ପହଞ୍ଚିଯାଇଥିଲା । ଯାହାକି ବିଏସ୍‌ଇର ସବୁଠାରୁ ଉଚ୍ଚ ସ୍ତରର ରେକର୍ଡ । ସେହିପରି ନ୍ୟାସନାଲ୍‌ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି ଇଣ୍ଡେକ୍ସ ମଧ୍ୟ ସବୁଠାରୁ ଉଚ୍ଚ ସ୍ତରରକୁ ଆଜି ଛୁଇଁଛି । ୨୩,୪୮୦.୯୫ ପଏଣ୍ଟରେ ଆଜି ବଜାର ଖୋଲିଛି । କାରବାର ସମୟରେ ନିଫ୍ଟି ୨୩,୪୮୧.୦୫ ଅଙ୍କ ସହ ନୂଆ ରେକର୍ଡ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ ପାଇଁ ରହିଛି ଷ୍ଟକ୍‌

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବେ ଖୋଲା ଯୁଦ୍ଧରେ ପରିଣତ ହୋଇଛି, ଆମେରିକା ଏବଂ ଇସ୍ରାଏଲର ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଇରାନକୁ ଗଭୀର ଭାବରେ କ୍ଷତି ପହଞ୍ଚାଇଛି। ଇରାନ…

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ…

ଯୁଦ୍ଧ ଯୋଗୁ ପେଟ୍ରୋଲ ପରେ ବଢିଯିବ ଏଲପିଜି ଦର, ମାର୍ଚ୍ଚରୁ ୫୦% ମହଙ୍ଗା ହେବ ସିଲିଣ୍ଡର!

ନୂଆଦିଲ୍ଲୀ,୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ସିଧାସଳଖ ଭାରତୀୟ ରୋଷେଇ ବଜେଟକୁ ପ୍ରଭାବିତ କରିପାରେ। ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

ଯୁଦ୍ଧକୁ ନେଇ ଆଶଙ୍କାରେ ନିବେଶକ, ୧୦୪୮ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୩ା୩: ଇରାନ-ଆମେରିକା ଯୁଦ୍ଧ ପଶ୍ଚିମ ଏସିଆ ସମେତ ବିଶ୍ୱ ସମୁଦାୟକୁ ପ୍ରଭାବିତ କରିଛି। ଗୋଟିଏ ପଟେ ଯୁଦ୍ଧବିରତି ପରିବର୍ତ୍ତେ ଆଗକୁ ଆହୁରି ଜଟିଳ ରୂପ ନେବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri