ନିର୍ବାଚନ ଗଣତି ବେଳେ ନିବେଶକଙ୍କୁ ବଡ଼ ଝଟକା, ସେୟାର ମାର୍କେଟ୍ କ୍ରାସ୍

ମୁମ଼୍ବାଇ,୪|୬: ଦେଶରେ ଲୋକସଭା ନିର୍ବାଚନ ଭୋଟ ଗଣତି ଚାଲୁ ରହିଥିବା ବେଳେ ଏହାର ସିଧାସଳଖ ପ୍ରଭାବ ସେୟାର ମାର୍କେଟ୍ ଉପରେ ପଡ଼ିଛି| ସେୟାର ବଜାର ଡାଉନ୍ ହୋଇଯାଇଛି| ଫଳରେ ନିବେଶକଙ୍କୁ ବଡ଼ ଝଟକା ଲାଗିଛି| ବମ୍ବେ ଷ୍ଟକ୍ ଏକ୍ସେଚେଞ୍ଜର ୩୦ ସେୟାର ବିଶିଷ୍ଟ ସେନ୍ସେକ୍ସ ୨୭୦୦ ଅଙ୍କ (୩.୬୬ ପ୍ରତିଶତ) ହ୍ରାସ ସହିତ ୭୩୬୬୯ ପଏଣ୍ଟକୁ ଖସି ଆସିଛି| ସେହିପରି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୮୦୯ ଅଙ୍କ (୩.୬ ପ୍ରତିଶତ) ହ୍ରାସ ସହିତ ୨୨୪୦୯ ସହ ସଂଘର୍ଷ କରୁଛି |ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ଲିଷ୍ଟେଡ୍ ଥିବା କମ୍ପାନୀମାନଙ୍କର ମାର୍କେଟ୍ କ୍ୟାପିଟାଲାଇଜେସନ୍ ୮୭୮ ଲକ୍ଷ କୋଟିରୁ ୪୧୭.୧୩ ଲକ୍ଷ କୋଟିକୁ ଖସି ଆସିଛି |

ସେନ୍ସେକ୍ସର ଇଣ୍ଡକ୍ସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଏଚ୍ଡିଏଫ୍ସି ବ୍ୟାଙ୍କର ୫୬୫ ପଏଣ୍ଟ ହ୍ରାସ ପାଇଛି| ଏଥିସହିତ ଏଲ୍ ଆଣ୍ଡ୍ ଟି, ଏସ୍ବିଆଇ, ଆଇଟିସି, ଏନ୍ଟିପିସି ଏବଂ ପାଓ୍ୱାର ଗ୍ରିଡ୍ ଭଳି ବଡ଼ ବଡ଼ କମ୍ପାନୀର ସେୟାର ଆଜି ଡାଉନ୍ ରହିଛି| ସେହିପରି ନିଫ୍ଚିରେ ଆଦାନୀ ପୋଟର୍ସ, ଆଦାନୀ ଏଣ୍ଟର ପ୍ରାଇଜ୍, ଏଲ୍ ଆଣ୍ଡ୍ ଟି, ଓଏନ୍ଜିସି ଏବଂ କୋଲ ଇଣ୍ଡିଆର ସେୟାର ଡାଉନ୍ ରହିଛି|ଗତକାଲି ସେୟାର ମାର୍କେଟ୍ରେ ଉତ୍ସାହ ଦିଖିବାକୁ ମିଳିଥିଲା |ଏହାକୁ ନଜରରେ ରଖି ନିବେଶକ ଆଜି ମଧ୍ୟ କାରବାର ଆରମ୍ଭ କରିଥିଲେ| ହେଲେ ଆଜି ଟ୍ରେଡିଂ ଆରମ୍ଭରୁ ଏହା କ୍ରାସ୍ କରିଛି|


Enter your email to get our daily news in your inbox.

All Right Reserved By Dharitri.Com

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?