ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୩।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୫୮ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ ୨୧୭ ପଏଣ୍ଟ ବୃଦ୍ଧି ପାଇ ୫୮,୦୬୯ରେ ପହଞ୍ଚିଛି। ଅନ୍ୟପକ୍ଷରେ, ନିଫ୍ଟି ୬୬.୨୦ ପଏଣ୍ଟ ବୃଦ୍ଧି ପାଇ ରେକର୍ଡ ୧୭,୩୦୦ରେ ପହଞ୍ଚିଛି। ଏହାର ଗୋଟିଏ ଦିନ ପୂର୍ବରୁ ବିଏସଏ ସେନସେକ୍ସ ଗୁରୁବାର ୫୧୪ ପଏଣ୍ଟ ଲମ୍ଫ ଦେଇ ଏକ ନୂଆ ରେକର୍ଡରେ ବନ୍ଦ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଭାରତୀୟ ଗାଁରେ ସମସ୍ତେ କଥା ହୁଅନ୍ତି ପର୍ତ୍ତୁଗିଜ୍‌ ଭାଷାରେ

ଭାରତ ଏମିତି ଏକ ଦେଶ ଯେଉଁଠି ସବୁଧର୍ମ ଓ ବହୁ ଭାଷାଭାଷୀର ଲୋକେ ବସବାସ କରନ୍ତି। କିନ୍ତୁ ମହାରାଷ୍ଟ୍ର ରାଇଗଡର କୋରଲାଇ ଗାଁ ସବୁଠାରୁ ନିଆରା।...

ଟ୍ରେନ୍‌ରେ ମିଳିବ ଫ୍ରି ହ୍ୟାଣ୍ଡ ସାନିଟାଇଜର

ଭୁବନେଶ୍ୱର,୧୬।୭: ମୁମ୍ବାଇରେ ଚାଲୁଥିବା ଟ୍ରେନ୍‌ଗୁଡ଼ିକରେ ଯାତ୍ରୀଙ୍କୁ କରୋନା ଭାଇରସ୍‌ ସହ ଲଢିବାର ଏକ ସାଧନ ଉପଲବ୍ଧ ହେବ। ଏହି ଜୋନରେ ଟ୍ରେନ୍‌ଗୁଡିକରେ ଯାତ୍ରୀଙ୍କ ଲାଗି ଫ୍ରି...

୨୮ତମ ସେନା ମୁଖ୍ୟ ହେଲେ ନରାଓ୍ବଣେ: ନୂଆବର୍ଷରୁ ସିଡିଏସ୍‌ ଭାର ସମ୍ଭାଳିବେ ରାଓ୍ବତ

ନୂଆଦିଲ୍ଲୀ,୩୧।୧୨: ମଙ୍ଗଳବାର ୨୮ତମ ସେନା ମୁଖ୍ୟ ଭାବେ ଲ୍ୟୁଟନାଣ୍ଟ୍‌ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନରାଓ୍ବଣେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ...

ଷ୍ଟକ ବଜାରରୁ ବିଦେଶୀ ନିବେଶକଙ୍କ ମୋହଭଙ୍ଗ

ନୂଆଦିଲ୍ଲୀ,୧୯-୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଦେଶର ଆର୍ଥିକ ପ୍ରଗତିକୁ ଆହୁରି ଉଚ୍ଚକୁ ନେବେ ବୋଲି ବିଦେଶୀ ନିବେଶକଙ୍କ ଭରସା ଥିଲା। ଏହି...

ଉଧାମପୁରରେ ବିସ୍ଫୋରଣ, ଜଣେ ମୃତ ୧୩ ଆହତ…

ଶ୍ରୀନଗର,୯।୩ : ଜମ୍ମୁ-କଶ୍ମୀରର ଉଧାମପୁରର ସାଲାଥିଆ ଛକରେ ବୁଧବାର ଅପରାହ୍ନରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ପରେ ପୋଲିସ ବୋମା ନିଷ୍କ୍ରିୟକାରୀ ଟିମ୍‌...

୬୯ ଛାତ୍ରୀ-ଛାତ୍ର ଶିକ୍ଷକ କରୋନା ପଜିଟିଭ୍‌…

ବେଙ୍ଗାଲୁରୁ,୫।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଭାରତର ଅନେକ ରାଜ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହା ପ୍ରଥମେ କର୍ନାଟକ ରାଜ୍ୟରେ ପହଞ୍ଚିିଛି। ରାଜ୍ୟର ୬୯ ଜଣ...

ପଶ୍ଚିମବଙ୍ଗରେ ସୁରକ୍ଷା ବ୍ୟବସ୍ଥା କଡାକଡି: ୯ଟି ଲୋକ ସଭା ଆସନ ପାଇଁ ୮୦୦ କମ୍ପାନୀ ସୁରକ୍ଷାବଳ

କୋଲକତା, ୧୭।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି...

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦେବେଗୌଡା

ବେଙ୍ଗାଲୁରୁ୯।୬; ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ(ସେକ୍ୟୁଲାର) ମୁଖ୍ୟ ଏଚ୍‌ଡି ଦେବେଗୌଡା ରାଜ୍ୟ ସଭା ପାଇଁ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କର୍ନାଟକର ରାଜ୍ୟ ସଭା...

Advertisement
Archives

Model This Week