Posted inଜାତୀୟ

ବିହାର ନିର୍ବାଚନ ପାଇଁ ଆସନ ଭାଗବଣ୍ଟା: ଜାଣନ୍ତୁ ଜେଡିୟୁ, ଭାଜପା କେତେ ଆସନରେ ଲଢ଼ିବେ

ପାଟନା, ୬।୧୦: ବିହାର ବିଧାନସଭା ନିର୍ବାଚନ ଲାଗି ମହାମେଣ୍ଟ ଗଠନ ହେବାପରେ ଏବେ ଏନ୍‌ଡିଏ ପକ୍ଷରୁ ମଙ୍ଗଳବାର ଆସନ ଭାଗବଣ୍ଟା ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆସନ ଭାଗବଣ୍ଟା ଘୋଷଣା କରିବା ଅବସରରେ କହିଛନ୍ତି, ମୋଟ୍‌ ୨୪୩ ଆସନରୁ ଜେଡିୟୁ ୧୨୨ ଆସନରେ ଲଢ଼ିବ। ଜେଡିୟୁ ଏହାର ଭାଗ ୧୨୨ ଆସନରୁ ୭ଟି ଜିତନ୍‌ ରାମ ମାଞ୍ଜିଙ୍କ ଦଳ ‘ହିନ୍ଦୁସ୍ତାନୀ ଆଓ୍ବାମୀ ମୋର୍ଚ୍ଚା’କୁ ଦେଇଛି। ସେହିଭଳି ଭାଜପା ୧୨୧ ଆସନରୁ ଲଢ଼ିବ। ସେଥିମଧ୍ୟରୁ ୫ ସିଟ୍‌ ମୁକେଶ ସାହାଣୀଙ୍କ ଦଳ ‘ବିକାଶଶୀଳ ଇନ୍‌ସାନ ପାର୍ଟି’ (ଭିଆଇପି)କୁ ଦେବ ବୋଲି ନୀତୀଶ ଘୋଷଣା କରିଛନ୍ତି।
ମହାମେଣ୍ଟର ଘୋଷଣା କରି ନୀତୀଶ କୁମାର ତାଙ୍କ ସରକାରଙ୍କ କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ଦେଇଛନ୍ତି। ଆମେ ବିହାରର ବିକାଶ ପାଇଁ କାର୍ଯ୍ୟ କରୁଛୁ ଏବଂ ଏହା ଜାରି ରଖିବୁ। ପ୍ରତି ଅଞ୍ଚଳରେ ରାସ୍ତା ଓ ବିଜୁଳିର ଉନ୍ନତି ଘଟିଛି। ଏଠାରେ ଉଲ୍ଲେଖଯୋଗ୍ୟ, ବିହାରରେ ମୋଟ୍‌ ୨୪୩ ସିଟ୍‌ ଲାଗି ୩ଟି ପର୍ଯ୍ୟାୟରେ ନିର୍ବାଚନ ଅକ୍ଟୋବର ୨୮ରୁ ନଭେମ୍ବର ୭ ମଧ୍ୟରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?