Posted inଜାତୀୟ

ଶାର୍ଜିଲ ଇମାମଙ୍କୁ ମିଳିଲା ଜାମିନ, ୪ ବର୍ଷ ପୂର୍ବେ ହୋଇଥିଲେ ଗିରଫ

ନୂଆଦିଲ୍ଲୀ,୨୯।୫: ୨୦୨୦ ଦଙ୍ଗା ମାମଲାରେ ଦିଲ୍ଲୀ ହାଇକୋର୍ଟ ବୁଧବାର ଛାତ୍ର ନେତା ଶାର୍ଜିଲ ଇମାମଙ୍କୁ ଆଇନଗତ ଜାମିନ ପ୍ରଦାନ କରିଛନ୍ତି। ଦେଶଦ୍ରୋହ ତଥା ବେଆଇନ କାର୍ଯ୍ୟକଳାପ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା। ହେଲେ ଏବେ ତାଙ୍କୁ ଅନ୍ୟ ମାମଲାରେ ଜେଲରେ ରହିବାକୁ ପଡ଼ିବ।

ଶାର୍ଜିଲ ୨୦୧୯ ଡିସେମ୍ବର ୧୩ରେ ଜାମିଆ ମିଲିଆ ଇସଲାମିଆରେ ଏବଂ ୨୦୧୯ ଡିସେମ୍ବର ୧୬ରେ ଆଲିଗଡ଼ ମୁସଲମାନ ବିଶ୍ୱବିଦ୍ୟାଳୟରେ ଏକ ଭାଷଣ ଦେଇଥିଲେ, ଯେଉଁଠାରେ ସେ ଆସାମ ଏବଂ ଉତ୍ତର ପୂର୍ବ ରାଜ୍ୟଗୁଡ଼ିକୁ ଦେଶରୁ କାଟିଦେବାକୁ ଧମକ ଦେଇଥିଲେ। ଏନେଇ ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ଶାଖା ଦ୍ୱାରା ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ୨୦୨୦ ଜାନୁୟାରୀ ୨୮ରୁ ସେ ଜେଲରେ ଅଛନ୍ତି। ତେବେ ଯେଉଁ ବିଭାଗ ଅଧୀନରେ ମାମଲା ଚାଲିଛି ସର୍ବାଧିକ ଦଣ୍ଡ ୭ ବର୍ଷ ଅଟେ, ସେଥିରୁ ସେ ଅଧା ଦଣ୍ଡ ଭୋଗିସାରିଛନ୍ତି। ଏଣୁ ତାଙ୍କୁ ଆଇନଗତ ଜାମିନ ମିଳିବା ଉଚିତ ବୋଲି ଶାର୍ଜିଲ ଏକ ପିଟିସନରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri