Advertisement
Posted inଜାତୀୟ

୨୮ରୁ ପୁଣି ପଦଯାତ୍ରା ଆରମ୍ଭ କରିବେ ଶର୍ମିଲା

ହାଇଦ୍ରାବାଦ,୨୫ା୧: ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା ଓ୍ବାଇ.ଏସ୍‌. ଶର୍ମିଲାଙ୍କ ପ୍ରଜା ପ୍ରସ୍ଥାନମ୍‌ ପଦଯାତ୍ରା ଦୁଇ ମାସ ବନ୍ଦ ରହିବା ପରେ ଆସନ୍ତା ୨୮ ତାରିଖରୁ ପୁଣିଥରେ ତେଲଙ୍ଗାନାରେ ଆରମ୍ଭ ହେବାକୁ ଯାଉଛି। ରାଜ୍ୟ ସରକାର ଯେଉଁଠାରେ ତାଙ୍କ ପଦଯାତ୍ରାକୁ ରୋକିଥିଲେ, ସେହିଠାରୁ ହିଁ ଏହା ଆରମ୍ଭ ହେବ। କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ସରକାରଙ୍କ ଶାସନ ବିରୋଧରେ ତାଙ୍କ ଲଢ଼େଇ ଜାରି ରହିବ ବୋଲି ଶର୍ମିଲା ଘୋଷଣା କରିଛନ୍ତି। ୯ ବର୍ଷର ଶାସନ କାଳରେ କେସିଆର୍‌ ରାଜ୍ୟବାସୀଙ୍କୁ ଦୁର୍ଗତି ମଧ୍ୟକୁ ଠେଲିଦେଇଥିବା ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳ ଖରାରେ ବସନ୍ତୁ ମାତ୍ର ୫ ମିନିଟ୍‌…

ସକାଳେ ୫ ମିନିଟ୍‌ ପାଇଁ ଯେଉଁମାନେ ଖରାରେ ବସନ୍ତି ସେମାନେ ଦୀର୍ଘ ଦିନ ପର୍ଯ୍ୟନ୍ତ ସୁସ୍ଥ ରହିଥାଆନ୍ତି ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ପ୍ରତିଦିନ ସକାଳେ...

ଆଶ୍ୱସ୍ତ ହେଲେ ଉଦ୍ଧବ: ବିଧାନ ପରିଷଦ ନିର୍ବାଚନ ପାଇଁ ଅନୁମତି ଦେଲେ ନିର୍ବାଚନ ଆୟୋଗ

ମୁମ୍ବାଇ,୧।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପଦକୁ ନେଇ ଦେଖାଦେଇଥିବା ସଙ୍କଟର ଅନ୍ତ ଘଟିଛି। ଶୁକ୍ରବାର ନିର୍ବାଚନ ଅୟୋଗ ଉଦ୍ଧବ ଠାକରେଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା...

ଜେଡିୟୁକୁ ଅଡ଼ୁଆ ଅନୁକମ୍ପା ହାଓ୍ବା

ପାଟନା, ୧୦ା୧୦: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଖେଇ ଆସୁଥିବାବେଳେ ଗୁରୁବାର କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ପ୍ରତିଷ୍ଠାତା ରାମବିଳାସ ପାଶ୍ୱାନଙ୍କ...

ଝାଡ଼ଖଣ୍ଡ ନିର୍ବାଚନ: ୫୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୧।୧୧(ପି.ଟି.): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ଭାଜପା ରବିବାର ପ୍ରଥମ ପର୍ଯ୍ୟାୟରେ ୫୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛିି। ଭାଜପା ପୁଣି ଥରେ କ୍ଷମତାରେ ରହିବା...

ୟୁପିରେ ପ୍ରଦର୍ଶନକାରୀଙ୍କ ଉପରେ ଲାଗିବ ଗ୍ୟାଙ୍ଗଷ୍ଟର ଆକ୍ଟ. ଜବତ ହେବ ସମ୍ପତି

ଲକ୍ଷ୍ନୌ,୧୧ ।୬: ନୁପୁର ଶର୍ମାଙ୍କ ବୟାନକୁ ନେଇ ଶୁକ୍ରବାର ଉତ୍ତର ପ୍ରଦେଶରେ ନମାଜ ପରେ ପୁଣିଥରେ ହିଂସା ହୋଇଛି । ପ୍ରୟାଗରାଜ, ଶାହାରନପୁର, ମୁରାଦାବାଦ ଭଳି...

କହ୍ନେୟାଲାଲ ହତ୍ୟା ମାମଲା: ସପ୍ତମ ଅଭିଯୁକ୍ତ ଗିରଫ

ଉଦୟପୁର,୧୦।୭: ରାଜସ୍ଥାନର ଉଦୟପୁର ଦରଜି କହ୍ନେୟାଲାଲ ହତ୍ୟା ମାମଲାରେ ଏନଆଇଏ ସପ୍ତମ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଫରହାଦ ମହମ୍ମଦ ଶେଖ (୩୧) କହ୍ନେୟାଲାଲ ହତ୍ୟା...

ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାଙ୍କ ପାଇଁ ମାଗଣା ବସ୍‌ ସେବା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୫।୮: ରାଖୀ ପୂର୍ଣ୍ଣିମା ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ଏକ ବଡ ଉପହାର ଦେଇଥିବା କଥା କହିଛନ୍ତି। ଆସନ୍ତା ଅକ୍ଟୋବର ୨୯ରୁ ଦିଲ୍ଲୀରେ...

ବାହାରିଲା ନାହିଁ କୌଣସି ସମାଧାନ: କୃଷି ଆଇନକୁ ନେଇ ପୁଣିଥରେ ୧୯ ଜାନୁୟାରୀରେ ହେବ ବୈଠକ

ନୂଆଦିଲ୍ଲୀ,୧୫ ।୧: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଥିବା କୃଷକଙ୍କ ସହ ଶୁକ୍ରବାର କେନ୍ଦ୍ର ସରକାର ୯ମ ଥର ପାଇଁ...

Advertisement
Archives

Model This Week