କୋର୍ଟରେ ହାଜର ହେଲେ ଶର୍ମିଷ୍ଠା: ୨୨କୁ ପୁଣି ଡାକରା

ଭଦ୍ରକ ଅଫିସ,୧୧।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ସୋମବାର ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହୋଇଛନ୍ତି। ସେ ଭିଡିଓ କନ୍‌ଫରେନ୍ସ ଜରିଆରେ ହାଜର ହୋଇଛନ୍ତି।
ଅନ୍ୟପକ୍ଷେ ଝୁନା ଭୋଇ, ନିରଞ୍ଜନ ସେଠୀ, ରଞ୍ଜନ ନାୟକ, ଭାଗ୍ୟଧର ନାୟକ, ବିଦ୍ୟାଧର ନାୟକ, କୃଷ୍ଣଚନ୍ଦ୍ର ନାୟକ ମଧ୍ୟ ହାଜର ହୋଇଛନ୍ତି । ଆସନ୍ତା ୨୨ ତାରିଖରେ ପୁଣି କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ କୌଣସି ଅପିଲ କରାଯାଇନାହିଁ ।
ସୂଚନାଯୋଗ୍ୟ, ମାନସଙ୍କୁ ଚାନ୍ଦବାଲିରୁ ଅପହରଣ କରାଯିବା ପରେ ଭୁବନେଶ୍ବର ଅଣାଯାଇଥିଲା । ସେଠାରେ ହତ୍ୟା କରାଯାଇ ମୃତଦେହ ନଷ୍ଟ କରିବାକୁ ନୟାଗଡ଼ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଁଚ୍‌ବାର ରାହା ଦେଇଛେ ମୁଢ଼ି ମିକ୍ସଚର

ଲାଠୋର, ୪ା୧୨ (ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ଗାଁର ପରୀକ୍ଷିତ ବାଗ (୪୨)। ମାଏକିନା ଭୂମିସୂତା, ଝି’ ମୁକ୍ତାଦେଇ, ଦୁଇପୁଓ ସୁରେଶ ଆର ପାର୍ଥକେ...

ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’

କୋଳିମାଟି,୮ା୧୨:(ଡି.ଏନ୍‌.ଏ.): ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ ମନୋରମ। ବିଶେଷ କରି ଶୀତ ଋତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକରେ ପ୍ରାକୃତିର...

ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ: ଆଜି ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ସହ ଜଗାର ହେବ ଭେଟ

ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥଟଣା ଆରମ୍ଭ ହୋଇଛି। ବଡ଼ଦାଣ୍ଡରେ ପ୍ରଭୁ...

ତହସିଲରେ କର୍ମଚାରୀ ଅଭାବ: ଅସୁବିଧା ଭୋଗୁଛନ୍ତିି ଗ୍ରାମବାସୀ

ଝୁମ୍ପୁରା, ୬ା୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ତହସିଲ କାର୍ଯ୍ୟାଳୟ ସହିତ ତହସିଲ ନିୟନ୍ତ୍ରଣରେ ରହିଥିବା ୭ଟି ରାଜସ୍ବ ସର୍କଲରେ ମଧ୍ୟ କର୍ମଚାରୀ ଅଭାବ ଯୋଗୁ ଗ୍ରାମାଞ୍ଚଳ...

ନଭେମ୍ବର ୧୨ରୁ ବାଲିଯାତ୍ରା

କଟକ ଅଫିସ,୧୬।୧୦:ଜିଲା ପ୍ରଶାସନ, ଜିଲା ସଂସ୍କୃତି ପରିଷଦ ଏବଂ କଟକ ମହାନଗର ନିଗମ ମିଳିତ ଆନୁକୂଲ୍ୟରେ ଚଳିତବର୍ଷର ଐତିହାସିକ ବାଲିଯାତ୍ରା ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ କରିବା...

ସୁପ୍ରିମକୋର୍ଟଙ୍କ ରାୟକୁ ଗୁରୁତ୍ୱ ଦେଉନି ଆନ୍ଧ୍ର

ପଟ୍ଟାଙ୍ଗୀ,୮ା୯(ଡି.ଏନ୍‌.ଏ.):ଓଡ଼ିଶା ଏବଂ ଆନ୍ଧ୍ର ମଧ୍ୟରେ କୋଟିଆ ପଞ୍ଚାୟତକୁ ନେଇ ଲାଗି ରହିଥିବା ବିବାଦ ରାଜନୈତିକ ସ୍ତରରେ ଆଲୋଚନାକରି ୬ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ...

ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ

ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ...

ଅନ୍‌ଲାଇନ ପାଠପଢ଼ା ବେଳେ ଅଶ୍ଳୀଳ ଭିଡିଓ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ନିଜ ଉଦ୍ୟମରେ ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଉଛି। ସୋମବାର...

Advertisement
Archives

Model This Week