ପୁଣି ରିମାଣ୍ଡରେ ଯିବେ ଶର୍ମିଷ୍ଠା, ଝୁନା

ଭୁବନେଶ୍ୱର,୩ା୪(ବ୍ୟୁରୋ): କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚକୁ ୩ଦିନିଆ ରିମାଣ୍ଡ ଅନୁମତି ମିଳିଛି। ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ଏହି ଅନୁମତି ପ୍ରଦାନ କରିଛନ୍ତି। ୫ ଦିନିଆ ରିମାଣ୍ଡ ନେଇ ଆବେଦନ କରାଯାଇଥିବା ବେଳେ ୩ଦିନିଆ ରିମାଣ୍ଡ ନେଇ କୋର୍ଟ ଅନୁମତି ଦେଇଛନ୍ତି।

ରବିବାର ଚାନ୍ଦବାଲି କୋର୍ଟରେ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଏବଂ ଝୁନାଙ୍କୁ ହାଜର କରିଥିଲା କ୍ରାଇମବ୍ରାଞ୍ଚ । ପୁଣି ଦ୍ୱିତୀୟ ପର୍ଯ୍ୟାୟରେ ୫ ଦିନ ପାଇଁ କ୍ରାଇମ୍‌ବ୍ରାଞ୍ଚ ରିମାଣ୍ଡ ଆବେଦନ କରିଛି । ପୂର୍ବରୁ ୪ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରିଥିବା ବେଳେ ଅନେକ ତଥ୍ୟ ଏବେବି ରହସ୍ୟ ଘେରରେ ରହିଛି। ତେଣୁ ଅଧିକ ତଥ୍ୟ ହାସଲ ପାଇଁ ପୁଣି ରିମାଣ୍ଡରେ ନେବାକୁ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । ରିମାଣ୍ଡ ସମୟରେ ମାଷ୍ଟରମାଇଣ୍ଡ ଶର୍ମିଷ୍ଠା କ୍ରାଇମ୍‌ ସ୍ପଟକୁ ଯାଇ ଡେମୋ ଦେଖାଇଥିଲେ।

ତେବେ ଶର୍ମିଷ୍ଠା ଏବଂ ତାଙ୍କ ସହଯୋଗୀ ଝୁନାଙ୍କୁ ୩ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମିଳିଥିବା ବେଳେ ରଞ୍ଜନ ଏବଂ ନିରଞ୍ଜନ ବିଚାର ବିଭାଗୀୟ ହାଜତରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri