୩ ଦିନିଆ ରିମାଣ୍ଡରେ ଶର୍ମିଷ୍ଠା

ଭୁବନେଶ୍ୱର,୪।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ପୋଲିସକୁ ସମ୍ପୂର୍ଣ୍ଣ ପ୍ରମାଣ ମିଳିିନାହିଁ। ତେବେ କ୍ରାଇମବ୍ରାଞ୍ଚ ସୋମବାରଠୁ ଶର୍ମିଷ୍ଠା ଓ ଝୁନା ଭୋଇଙ୍କୁ ୩ ଦିନିଆ ରିମାଣ୍ଡରେ ନେବ । ଦ୍ବିତୀୟ ପର୍ଯ୍ୟାୟର ୩ ଦିନିଆ ରିମାଣ୍ଡର ଆଜି ପ୍ରଥମ ଦିନ। ପୂର୍ବରୁ ରିମାଣ୍ଡରେ ଯାଇଥିବା ଶର୍ମିଷ୍ଠା ସିନ୍‌ ରିକ୍ରିଏଶନ ବେଳେ ସେ ମାନସଙ୍କୁ ମାରିଥିବା ନେଇ କହିଥିଲେ। ହେଲେ କାହିଁକି ମାରିଥିଲେ ସେନେଇ ସେ କୌଣସି ସୂଚନା ଦେଇ ନ ଥିଲେ। ଅଧିକ ତଥ୍ୟ ପାଇବା ନେଇ କ୍ରାଇମ୍‌ବ୍ରାଞ୍ଚ ରବିବାର ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରଥିଲା, କିନ୍ତୁ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ୩ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିଙ୍କୁ ଗୁଳିକରି ହତ୍ୟା: ୨ ରାଉଣ୍ଡ ଗୁଳି ଜବତ, ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଜାରି

ବଡ଼ବିଲ,୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀ ଦଲକି ବସ୍ତିରେ ରହୁଥିବା ଓଏମ୍‌ଡି କମ୍ପାନୀର କର୍ମଚାରୀଙ୍କୁ ଗୁଳି କରି ହତ୍ୟା ହୋଇଛି। ମୃତକ ହେଲେ...

ଡ୍ରାଇଭରଙ୍କ ହାତକୁ କଟୁରିରେ ହାଣି ଲୁଟିନେଲେ ୪ ଲକ୍ଷ

ଖୁଣ୍ଟୁଣୀ,୨୫ା୬(ଡି.ଏନ୍‌.ଏ): କଟକ ଜିଲା ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଲିଙ୍ଗାପଦା ଗ୍ରାମ ଲିଙ୍ଗେଇ ଠାକୁରାଣୀ ନିକଟରେ ଗୁରୁବାର ୪ ଦୁର୍ବୃତ୍ତ ଏକ ୪୦୭ ଗାଡ଼ି ଡ୍ରାଇଭର ହାତକୁ...

ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ...

ଜଳସେଚନ ନାହିଁ, ଚାଷଜମି ପଡ଼ିଆ

ବନ୍ତ,୨୯।୧(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳବାସୀ କୃଷି ଉପରେ ନିର୍ଭରଶୀଳ। ବ୍ଲକର ପ୍ରାୟ ୯୫ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତିି। କିନ୍ତୁ ଜଳସେଚନ...

୨୦ ଖଣି ପାଇଁ ସାନି ଟେଣ୍ଡର ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏ ନେଇ ଶୁକ୍ରବାର ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି...

ଫେସ୍‌ବୁକ୍‌, ଟୁଇଟରରେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିବେ ଚାଷୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚଳିତ ଖରିଫ୍‌ ଧାନ ସଂଗ୍ରହକୁ ଅଧିକ ସୁବ୍ୟବସ୍ଥିତ କରାଯିବ। ଏକ୍ଷେତ୍ରରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ହେବ। ଏଥିପାଇଁ ଚାଷୀମାନେ ଫେସ୍‌ବୁକ୍‌...

ଖଗେଶ୍ୱରଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ...

ଆଜି ଆଉ ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

Advertisement
Archives

Model This Week