ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ ଶଶୀ ସାହୁ ବିଜୁ ଜନତା ଦଳରେ ସାମିଲ ହୋଇଥିବା ବେଳେ ତାଙ୍କ ପତ୍ନୀ ସୁଭାଷିନୀ ସାହୁଙ୍କୁ ଟିକେଟ ମିଳିଥିଲା ।

ଯଦି ଦେଖାଯାଏ ଦୀର୍ଘଦିନ ହେଲା ବାଲେଶ୍ବର ବିଜେଡିରେ କନ୍ଦଳ ଲାଗି ରହିଛି । ଶଶୀ ସାହୁ ଏବଂ ଜ୍ୟୋତି ପ୍ରକାଶ ସାହୁଙ୍କ ମଧ୍ୟରେ କନ୍ଦଳ ଖବର ସାମ୍ନାକୁ ଆସିଥିଲା । ଏହି କାରଣରୁ ଜିଲା ସଭାପତି ଚୟନ ହୋଇପାରୁନଥିବା ଚର୍ଚ୍ଚା ହୋଇଥିଲା ।

କହିରଖୁଛୁ କି, ପୂର୍ବରୁ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ସସପେଣ୍ଡ କରିଥିଲା ବିଜେଡି ।  ଉଭୟଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ସସପେଣ୍ଡ କରାଯାଇଥିବା ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri