Posted inଜାତୀୟ

ଏନଡିଏ-ଇଣ୍ଡିଆ ମେଣ୍ଟକୁ ନେଇ ଏମିତି କହିଲେ ଶଶି ଥରୁର

ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନରେ ଏନଡିଏ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ବର୍ତ୍ତମାନ ସରକାର ଗଠନ ପାଇଁ ଉଦ୍ୟମ ଜୋରଦାର ହୋଇଛି। ଯଦିଓ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ, ତଥାପି ତାରିଖ ସମ୍ପର୍କରେ କୌଣସି ସ୍ପଷ୍ଟ ଘୋଷଣା କରାଯାଇନାହିଁ। ଏହି ସମୟରେ କଂଗ୍ରେସ ନେତା ଶଶି ଥରୁର ଏନଡିଏ ସରକାର କରିବା ପ୍ରଶ୍ନରେ ପ୍ରତିକ୍ରିୟା ଦେଇଛନ୍ତି।

କଂଗ୍ରେସ ନେତା ଶଶି ଥରୁର କହିଛନ୍ତି , ସତ୍ୟ ହେଉଛି ଯେ ସେମାନଙ୍କର ମେଣ୍ଟ ପାଖେ ସଂଖ୍ୟା ବଳ ରହିଛି, ତେଣୁ ସରକାର ଗଠନ କରିବାର ଅଧିକାର ଉପରେ କୌଣସି ପ୍ରଶ୍ନ ନାହିଁ ଏବଂ ମୁଁ ଭାବୁଛି ଇଣ୍ଡିଆ ମେଣ୍ଟ ସ୍ପଷ୍ଟ ନିଷ୍ପତ୍ତି ନେଇଛି ଯେ ଏଥିରେ ଡ୍ରାମା ସୃଷ୍ଟି କରିବାର କୌଣସି ଅର୍ଥ ନାହିଁ। ସେମାନଙ୍କୁ ସରକାର କରିବାକୁ ଦିଅନ୍ତୁ ଏବଂ ଆମେ ଏକ ଶକ୍ତିଶାଳୀ ଏବଂ ପ୍ରଭାବଶାଳୀ ବିରୋଧୀ ବୋଲି ପ୍ରମାଣିତ ହେବୁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ରାଜନୀତି ଭୁଲି ଗୋଟିଏ ମଞ୍ଚରେ ଏକାଠି ନାଚିଲେ କଙ୍ଗନା, ମହୁଆ, ସୁପ୍ରିୟା, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଜେପି ସାଂସଦ ଏବଂ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ, ଟିଏମସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri