Posted inଜାତୀୟ

ବଜେଟ୍‌କୁ ଓଦା ତାଳଫୋଟକା କହିଲେ ଶଶି ଥରୁର୍‌…

ନୂଆଦିଲ୍ଲୀ, ୧।୨ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣାଯାଇଥିବା ୨୦୨୨ ବଜେଟ୍‌କୁ ନେଇ କଂଗ୍ରେସ କଟାକ୍ଷ କରିଛି। କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ କହିଛନ୍ତି ଯେ, ବଜେଟ୍‌ ଏକ ଓଦା ତାଳଫୋଟକା। ଏଥିରେ ଦେଶର ସାଧାରଣ ଜନତା, ଖଟିଖିଆଙ୍କ ପାଇଁ କିଛି ନାହିଁ। ଦେଶରେ ଦରଦାମ୍‌ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ବଜେଟ୍‌ ସମସ୍ତଙ୍କୁ ନିରାଶ କରିଛି।
ଦେଶର ସୀମାରେ ଉତ୍ତେଜନା ଲାଗି ରହିଥିବାବେଳେ ବଜେଟରେ ପ୍ରତିରକ୍ଷା କ୍ଷେତ୍ରକୁ କେତେ ଆବଣ୍ଟନ କରାଯାଇଛି ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ପ୍ରଦାନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri